ରାହୁଲ ଗାନ୍ଧୀଙ୍କ ମନ୍ତବ୍ୟକୁ ବିଜେପିର ସମାଲୋଚନା

ସଂସଦରେ ରାହୁଲ ଗାନ୍ଧୀଙ୍କ ମନ୍ତବ୍ୟକୁ କଡ଼ା ସମାଲୋଚନା କରିଛି ବିଜେପି। ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସମାଲୋଚନା କରି କହିଛନ୍ତି କଂଗ୍ରେସ ଆତ୍ମସମୀକ୍ଷା କରୁ। କଂଗ୍ରେସ ଶିଷ୍ଟାଚାର ଭୁଲିଯାଇଛି ବୋଲି କହିଲେ ମନମୋହନ। ଆତ୍ମଗର୍ବ, ଅହଂକାର ପାଇଁ କଂଗ୍ରେସର ଅବସ୍ଥା…

୩,୦୦୦ ଟଙ୍କାକୁ ବୃଦ୍ଧି କରାଯିବ ଭତ୍ତା

ବୃଦ୍ଧବୃଦ୍ଧା, ବିଧବା, ଦିବ୍ୟାଙ୍ଗ ଭତ୍ତା ବୃଦ୍ଧି ପାଇଁ ପ୍ରସ୍ତୁତି ଚାଲିଛି ବୋଲି ଗଣଶିକ୍ଷା ମନ୍ତ୍ରୀ ତଥା ସାମାଜିକ ସଶକ୍ତୀକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଭତ୍ତା ୩ ହଜାର ଟଙ୍କାକୁ ବୃଦ୍ଧି ପାଇଁ ନିଷ୍ପତ୍ତି ହୋଇଛି। ସେଥିପାଇଁ…

ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମ ଥର ପାଇଁ ରଥଯାତ୍ରା ସମୀକ୍ଷା କରିଛନ୍ତି। ବୈଠକରେ ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା କରାଯାଇଛି। ପୁରୀ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ଏ ନେଇ ସୂଚନା ଦେଇଛନ୍ତି। ଚଳିତବର୍ଷ ଜୁଲାଇ ୭ ଓ…

ଆଜି ଲୋକସଭାରେ ଅଭିଭାଷଣ ରଖିବେ ପ୍ରଧାନମନ୍ତ୍ରୀ

ଆଜି ଲୋକସଭାରେ ଅଭିଭାଷଣ ରଖିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନାରେ ଭାଗ ନେଇ ମତ ରଖିବେ । ତୃତୀୟ ଥର ପ୍ରଧାନମନ୍ତ୍ରୀ ହେବା ପରେ ପ୍ରଥମ ଥର ଅଭିଭାଷଣ ରଖିବେ ମୋଦି। ଗତକାଲି…

ଭୋଜି ସମାବେଶରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ପାଖରେ ବିଶାଳ ଦାସ

ରାଜନୈତିକ ମାହୋଲରେ ଏବେ ଚର୍ଚ୍ଚାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ସ୍ୱର୍ଗତ ନବ ଦାସଙ୍କ ପୁଅ ତଥା ବିଜେଡି ନେତ୍ରୀ ଦୀପାଳି ଦାସଙ୍କ ଭାଇ ବିଶାଳ ଦାସଙ୍କ ଫଟୋ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କିଛି ଦଳୀୟ ନେତୃବୃନ୍ଦଙ୍କ ସହିତ ଏକ…

ସ୍ବାସ୍ଥ୍ୟ ବିଭାଗରଙ୍କ କଡ଼ା ନିର୍ଦ୍ଦେଶ: ୭ ଦିନରେ ଦିଆଯିବ ଦୁଷ୍କର୍ମ ପୀଡ଼ିତାଙ୍କ ଡାକ୍ତର ମାଇନା ରିପୋର୍ଟ

ଆକ୍ସନ ମୁଡରେ ସ୍ୱାସ୍ଥ୍ୟ ବିଭାଗ । ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଜାରି କଲା ବିଜ୍ଞପ୍ତି । ସରକାରୀ ହସ୍ପିଟାଲ ସମେତ ଘରୋଇ ହସ୍ପିଟାଲଗୁଡ଼ିକୁ ମଧ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କଡ଼ା ନିର୍ଦ୍ଦେଶାନାମା ଜାରି ହୋଇଛି । ଦୁଷ୍କର୍ମ ପୀଡ଼ିତାଙ୍କ ଡାକ୍ତର…

ଭୁବନେଶ୍ବରରେ ୩ ବର୍ଷର ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ

ଦୁଷ୍କର୍ମ ରୋକିବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଲେ ମଧ୍ୟ ଦୁଷ୍କର୍ମ ଭଳି ସାଙ୍ଘାତିକ ଅପରାଧ ରୋକିବାର ନାଁ ଧରୁନି । ଗତକାଲି ରାଜଧାନୀରେ ୩ ବର୍ଷର ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଥିବାର ସୂଚନା ମିଳିଛି ।ଏୟାରଫିଲଡ୍ ଥାନା ପାଞ୍ଚ ଗାଁର…

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆଜି ବସିବ ରଥଯାତ୍ରାର ଶେଷ ସମନ୍ବୟ ବୈଠକ

ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରା ବିଶ୍ୱପ୍ରସିଦ୍ଧ। ଦୀର୍ଘ ୫୩ ବର୍ଷପରେ ଚଳିତ ବର୍ଷ ଗୋଟିଏ ଦିନରେ ନେତ୍ରଉସତ୍ବ, ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ପଡୁଛି। ତେଣୁ ଦୁର୍ଲ୍ଲଭ ରଥଯାତ୍ରାରେ ଭକ୍ତଙ୍କ ସମାଗମ ଅଧିକ ରହିବ ବୋଲି ଆଶଙ୍କା କରାଯାଉଛି। ସେହିପରି ମହାପ୍ରଭୁଙ୍କ ଘୋଷଯାତ୍ରାରେ…

ସବୁଜରୁ ଗେରୁଆ ରଙ୍ଗ ହେଲା ‘ଲକ୍ଷ୍ମୀ’ ବସ୍

ସରକାର ବଦଳିବା ପରେ ବଦଳୁଛି ଲକ୍ଷ୍ମୀ ବସର ନାଁ ସହ ରଙ୍ଗ । ରାଜ୍ୟରେ ଯାତ୍ରୀ ପରିବହନ ବ୍ୟବସ୍ଥାକୁ ଅଧିକ ତ୍ୱରାନ୍ୱିତ କରିବା ପାଇଁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ‘ଲକ୍ଷ୍ମୀ ବସ ଯୋଜନା’ ଆରମ୍ଭ କରିଥିଲେ । ଏହି ଯୋଜନା…

ଆକ୍ସନ ମୋଡ଼ରେ ନୂଆ ମୁଖ୍ୟ ଶାସନ ସଚିବ

ନୂତନ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ଦାୟିତ୍ୱ ନେବା ପରେ ଆକ୍ସନ ମୋଡ଼କୁ ଆସିଛନ୍ତି। ଆଜି ସନ୍ଧ୍ୟାରେ ବିଭିନ୍ନ ବିଭାଗର ସଚିବମାନଙ୍କ ସହିତ ଲୋକସେବା ଭବନରେ ପ୍ରାରମ୍ଭିକ ବୈଠକ କରିଛନ୍ତି। ଏହି ଅବସରରେ ସେ ବିଭିନ୍ନ କାର୍ଯ୍ୟ ସୁଚାରୁରୂପେ…