ଦିଗହୀନ ଓଡ଼ିଶା କଂଗ୍ରେସ

ଓଡ଼ିଶାରେ କଂଗ୍ରେସର ସ୍ଥିତି ବହୁତ ଖରାପ। ବିଜେପି ପ୍ରଥମ ଥର ପାଇଁ ଓଡ଼ିଶାରେ ସରକାର ଗଢ଼ିଛି। ବିଜେଡି ଦଳ ଗଠନ ହେବା ଦିନଠୁ ଚଳିତ ନିର୍ବାଚନରେ ପ୍ରଥମ ଥର ପାଇଁ ବରୋଧୀ ଦଳରେ ରହିଛି। ବିଜୁ ଜନତା ଦଳ ଏକ ପ୍ରକାର…

ଓଡ଼ିଶା ହେବ ମଦମୁକ୍ତ ରାଜ୍ୟ

ଓଡ଼ିଶାରେ ଆଉ ମିଳିବନି ମଦ। ଓଡ଼ିଶାକୁ ମଦମୁକ୍ତ କରିବାକୁ ଅଣ୍ଟା ଭିଡ଼ିଲେଣି ସରକାର। ରାଜ୍ୟରେ ପର୍ଯ୍ୟାୟକ୍ରମେ ବନ୍ଦ ହେବ ମଦ । ବିଭିନ୍ନ ସଂଗଠନ ମଦ ବିକ୍ରିକୁ ସମ୍ପୂର୍ଣ୍ଣ ବନ୍ଦ କରିବା ପାଇଁ ଦୀର୍ଘ ବର୍ଷ ହେଲା ଦାବି କରିଆସୁଥିବା ବେଳେ…

ବିଗିଡ଼ିଲା କେଜରିୱାଲଙ୍କ ସ୍ୱାସ୍ଥ୍ୟ

ବୁଧବାର ମଦ ଦୁର୍ନୀତି ମାମଲାରେ ସିବିଆଇ କେଜ୍‌ରିୱାଲଙ୍କୁ ବିଧିବଦ୍ଧ ଭାବେ ଗିରଫ କରିଛି। କୋର୍ଟରେ ଶୁଣାଣି ଚାଲୁଥିବା ବେଳେ ବିଗିଡିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ସ୍ବାସ୍ଥ୍ୟାବସ୍ଥା। ତାଙ୍କର ସୁଗାର ଲେବଲ ହ୍ରାସ ପାଇଛି । ତାଙ୍କୁ ଅନ୍ୟ ଏକ କୋଠରୀରେ…

ଲୋକସଭା ବାଚସ୍ପତି ହେଲେ ଓମ୍ ବିର୍ଲା

ଲୋକସଭା ବାଚସ୍ପତି ହେଲେ ଓମ୍ ବିର୍ଲା। ୧୮ତମ ଲୋକସଭାର ବାଚସ୍ପତି ନିର୍ବାଚନରେ ବାଜି ମାରିଲେ ଓମ୍‌ ବିର୍ଲା। ସେ ଦ୍ୱିତୀୟ ଥର ପାଇଁ ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି । ଇଣ୍ଡି ମେଣ୍ଟର ପ୍ରାର୍ଥୀ କେ. ସୁରେଶଙ୍କୁ ହରାଇଲେ ଏନ୍‌ଡିଏ ପ୍ରାର୍ଥୀ…

ଜେରା ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଗିରଫ କଲା ସିବିଆଇ

ମଦ ଦୁର୍ନୀତି ଅଭିଯୋଗରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଗତକାଲି ତିହାର ଜେଲରେ ଜେରା କଲା ପରେ ଆଜି ଗିରଫ କରିଛି ସିବିଆଇ। ବୁଧବାର ସୁପ୍ରିମକୋର୍ଟରେ କେଜରିୱାଲଙ୍କ ଜାମିନ ଶୁଣାଣି ହେବାର ଥିବା ବେଳେ ମଦ ଦୁର୍ନୀତି ମାମଲାରେ ସିବିଆଇ ତାଙ୍କୁ…

ଜୁଲାଇ ୬ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଜୁଲାଇ ୬ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତା ୭ତାରିଖରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥ ଯାତ୍ରା। ପବିତ୍ର ଘୋଷଯାତ୍ରାରେ ମହାପ୍ରଭୁଙ୍କ ଦର୍ଶନ କରି ଆଶିଷ ଲାଭ କରିବା ନିମନ୍ତେ ରଥଯାତ୍ରାରେ ଯୋଗ ଦେଇପାରନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ…

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ଓ ୨ ଉପମୁଖ୍ୟମନ୍ତ୍ରୀ

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ଏବଂ କନକ ବର୍ଦ୍ଧନ ସିଂହଦେଓଙ୍କ ସହ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟରେ ନୁଆ ସରକାର ହେବା ପରେ ପ୍ରଥମ ଥର ଦିଲ୍ଲୀ ଗସ୍ତ…

ଆଜି ଲୋକସଭା ବାଚସ୍ପତି ପଦ ପାଇଁ ହେବ ନିର୍ବାଚନ

ଆଜି ଲୋକସଭା ବାଚସ୍ପତି ପଦ ପାଇଁ ହେବ ନିର୍ବାଚନ । ଦେଶର ଇତିହାସରେ ଆଜି ତୃତୀୟଥର ବାଚସ୍ପତି ପଦ ପାଇଁ ନିର୍ବାଚନ ହେବାକୁ ଯାଉଛି । ମୁହାଁମୁହିଁ ହେବେ ଓମ୍ ବିର୍ଲା ଏବଂ କେ.ସୁରେଶ। ପୂର୍ବତନ ବାଚସ୍ପତି ଓମ୍ ବିର୍ଲାଙ୍କୁ ଏନଡିଏ…

ଓଡ଼ିଶା କ୍ୟାଡର IFS ଭି. କାର୍ତ୍ତିକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ସୁପାରିସ

ମହିଳା ଟ୍ରେନିଙ୍କୁ ଯୌନ ଉତ୍ପୀଡ଼ନ ଅଭିଯୋଗରେ ଓଡ଼ିଶା କ୍ୟାଡର IFS ଭି. କାର୍ତ୍ତିକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ। ଇଣ୍ଟରନାଲ ତଦନ୍ତ ଆଧାରରେ ଜଙ୍ଗଲ ଓ ପରିବେଶ ମନ୍ତ୍ରାଳୟ ଏହି ନିର୍ଦ୍ଦେଶ ଦେଇଛନ୍ତି। କାର୍ତ୍ତିକ ଏବେ କୋଏମ୍ବାଟୁର CASFOS ରେ ଅଧ୍ୟାପକ ଦାୟିତ୍ୱ…

ରାହୁଲ ଗାନ୍ଧୀ ହେବେ ବିରୋଧୀ ଦଳ ନେତା

କଂଗ୍ରେସ ନେତା ତଥା ରାଏବରେଲି ସାଂସଦ ରାହୁଲ ଗାନ୍ଧୀ ହେବେ ବିରୋଧୀ ଦଳ ନେତା । ଏ ନେଇ କଂଗ୍ରେସ ପକ୍ଷରୁ ମଙ୍ଗଳବାର ରାତିରେ ଘୋଷଣା କରାଯାଇଛି । ଏହା ସହିତ ବିରୋଧୀ ଦଳ ନେତାକୁ ନେଇ ଚାଲିଆସିଥିବା କଳ୍ପନାଜଳ୍ପନାର ଅବସାନ…