ତାଜା ଖବର ରାଜ୍ୟ ଗଣେଶ ଭସାଣିରେ ଦୁଇଟି ଡିଜେ ଟ୍ରକ ଧକ୍କା ଘଟଣା: ଦୁଇ ଡିଜେକୁ ଜବତ୍ କରାଯିବା ସହ ଗୃହକୁ ସିଲ୍ କଲା ପୋଲିସ September 8, 2025 Papirani
ତାଜା ଖବର ରାଜ୍ୟ ଗଣେଶ ଭସାଣିରେ ଦୁଇଟି ଡିଜେ ଟ୍ରକ ଧକ୍କା ଘଟଣା: ଦୁଇ ଡିଜେକୁ ଜବତ୍ କରାଯିବା ସହ ଗୃହକୁ ସିଲ୍ କଲା ପୋଲିସ September 8, 2025 Papirani
ତାଜା ଖବର ରାଜନୀତି ରାଜ୍ୟ ସୋସିଆଲ୍ ମିଡିଆରେ ଶ୍ରୀମୟୀଙ୍କ ଧୃତରାଷ୍ଟ୍ର ଉଦାହରଣ ନିଶାନା ! September 8, 2025 Papirani
ତାଜା ଖବର ରାଜ୍ୟ ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା: ସୁରକ୍ଷା ମାଗିଲେ କଲେଜ ଅଧ୍ୟକ୍ଷ July 13, 2025 Papirani ବାଲେଶ୍ବର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣାରେ ସୁରକ୍ଷା ମାଗିଲେ ନିଲମ୍ବିତ କଲେଜ ଅଧ୍ୟକ୍ଷ ଦିଲ୍ଲୀପ ଘୋଷ । ଜିଲ୍ଲାପାଳଙ୍କ ନିକଟରେ ସୁରକ୍ଷା ପାଇଁ କଲେ ନିବେଦନ କରିଥିବା ଜଣାପଡ଼ିଛି। ଏହା ସହ ତଦନ୍ତରେ ପୂର୍ଣ୍ଣ ସହଯୋଗ…
ତାଜା ଖବର ମନୋରଞ୍ଜନ ରାଜନୀତି ତେଲୁଗୁ ଅଭିନେତା ତଥା ପୂର୍ବତନ ବିଧାୟକ କୋଟା ଶ୍ରୀନିବାସ ରାଓଙ୍କ ପରଲୋକ July 13, 2025 Papirani ତେଲୁଗୁ ସିନେମା ଜଗତରେ ପ୍ରସିଦ୍ଧ ଅଭିନେତା ଏବଂ ପୂର୍ବତନ ବିଜେପି ବିଧାୟକ କୋଟା ଶ୍ରୀନିବାସ ରାଓଙ୍କ ପରଲୋକ । ୮୩ ବର୍ଷ ବୟସରେ ହାଇଦ୍ରାବାଦ ଆଖିବୁଜିଛନ୍ତି ଶ୍ରୀନିବାସ ରାଓ । ଆଜି ସକାଳେ ହାଇଦ୍ରାବାଦର ଫିଲ୍ମନଗର ସ୍ଥିତ ନିଜ ବାସଭବନରେ ସେ…
ତାଜା ଖବର ଦେଶ ରାଜ୍ୟସଭା ପାଇଁ ୪ ଜଣ ବିଶିଷ୍ଟ ବ୍ୟକ୍ତି ମନୋନୀତ July 13, 2025 Papirani ରାଜ୍ୟସଭା ପାଇଁ ୪ ଜଣ ବିଶିଷ୍ଟ ବ୍ୟକ୍ତି ମନୋନୀତ ହୋଇଛନ୍ତି। ୪ ଜଣଙ୍କୁ ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏନେଇ ଗୃହ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟସଭା ପାଇଁ ମନୋନୀତ ହୋଇଥିବା ୪ ଜଣ ବିଶିଷ୍ଟ…
ତାଜା ଖବର ରାଜ୍ୟ ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା; ସ୍ଥିତିରେ କିଛି ସୁଧାର ଆସିନି: AIIMS ନିର୍ଦ୍ଦେଶକ July 13, 2025 Papirani ବାଲେଶ୍ବର ଫକୀର ମୋହନ କଲେଜରେ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ସାରା ରାଜ୍ୟରେ ହଇଚଇ ସୃଷ୍ଟି କରିଛି । ଏହାରି ମଧ୍ୟରେ ପୀଡ଼ିତଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ପ୍ରତିକ୍ରିୟା ଦେଲେ AIIMS ନିର୍ଦ୍ଦେଶକ ଆଶୁତୋଷ ବିଶ୍ବାସ। ସେ କହିଛନ୍ତି ପୀଡ଼ିତଙ୍କ ସ୍ବାସ୍ଥ୍ୟାବସ୍ଥାରେ କିଛି…
ରାଜ୍ୟ ନାରୀଶିକ୍ଷାର ଅଗ୍ରଗତିରେ ଅଗ୍ରଣୀ ଭୂମିକା ନେଇଥିଲେ କବି ବିଦ୍ୟୁତ୍ପ୍ରଭା July 12, 2025 Nirvay ଭୁବନେଶ୍ୱର ଠାରେ ଓଡ଼ିଶା ସରକାରଙ୍କ ଓଡ଼ିଆ ବିଭାଗ, ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ଆୟୋଜିତ “ସାରସ୍ୱତ ସାଧିକା ବିଦ୍ୟୁତପ୍ରଭା ଦେବୀଙ୍କ ଜନ୍ମଶତବାର୍ଷିକୀ” ସମାରୋହରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗ ଦେଇଛନ୍ତି । ନାରୀଶିକ୍ଷାର…
ରାଜ୍ୟ ବାଲେଶ୍ୱର ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି କଲା କଂଗ୍ରେସ July 12, 2025 Nirvay ଓଡ଼ିଶାରେ ମହିଳା ଅସୁରକ୍ଷିତ ଥିବା କଥା ରାହୁଲ ଗାନ୍ଧୀ କହିବାର ଗୋଟିଏ ଦିନ ପରେ, ବାଲେଶ୍ୱର ଫକୀର ମୋହନ ୟୁନିଭର୍ସିଟିରେ କଲେଜ କ୍ୟାମ୍ପସରେ ଘଟିଥିବା ଏକ ଦୁଃଖଦ ଘଟଣା ଲୋକଲୋଚନକୁ ଆସିଛି । ଜଣେ ଯୁବତୀ ନ୍ୟାୟ ନପାଇବାରୁ ଆତ୍ମହତ୍ୟା କରିବାକୁ…
ରାଜ୍ୟ ବାଲେଶ୍ୱର ଛାତ୍ରୀ ଆତ୍ମହୂତି ଉଦ୍ୟମ ଘଟଣାରେ ରାଜ୍ୟ ସରକାରଙ୍କୁ ଦାୟୀ କରିଛି ବିଜେଡି July 12, 2025 Nirvay ଫକୀର ମୋହନ ମହାବିଦ୍ୟାଳୟର ଜଣେ ଛାତ୍ରୀ ନିଜ ଦେହରେ ପେଟ୍ରୋଲ ଢାଳି ଆତ୍ମହତ୍ୟା ଉଦ୍ୟମ ଘଟଣା ପାଇଁ କଲେଜ କର୍ତ୍ତୃପକ୍ଷ, ପୋଲିସର ନିଷ୍କ୍ରିୟତା ଓ ବାଲେଶ୍ୱର ସାଂସଦଙ୍କ ଦାୟିତ୍ୱହୀନତାକୁ ଦାୟୀ କରିଛି ବିଜେଡି । ରାଜ୍ୟରେ ନାରୀ ନ୍ୟାୟ ପାଇବା ପାଇଁ…
ରାଜ୍ୟ ବାଲେଶ୍ୱର ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଅଭିଯୁକ୍ତ ଏଚ୍ଓଡି ଗିରଫ July 12, 2025 Nirvay ବାଲେଶ୍ୱର ଫକୀର ମୋହନ ୟୁନିଭର୍ସିଟିରେ କଲେଜ କ୍ୟାମ୍ପସରେ ନିଜ ଦେହରେ ନିଆଁ ଲଗାଇ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣାରେ ଉଚ୍ଚ ଶିକ୍ଷା ବିଭାଗ ଆଜି ବଡ଼ ପଦକ୍ଷେପ ନେଇଛି । ବାଲେଶ୍ୱର ଘଟଣାରେ ଆହୁରି କଠୋର କାର୍ଯ୍ୟାନୁଷ୍ଠାନ ହେବ ବୋଲି ଉଚ୍ଚଶିକ୍ଷା…
ରାଜ୍ୟ ସୁସ୍ଥ ହୋଇ ଓଡିଶା ଫେରିଲେ ନବୀନ ପଟ୍ଟନାୟକ July 12, 2025 Nirvay ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ସୁସ୍ଥ ହୋଇ ଶନିବାର ଦିନ ଓଡ଼ିଶା ଫେରିଛନ୍ତି । ମୁମ୍ବାଇର କୋକିଳା ବେନ୍ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଅସ୍ତ୍ରୋପଚାର ହେବା ପରେ ଆଜି ସେ ଭୁବନେଶ୍ୱର ଫେରିଛନ୍ତି । କର୍ମୀ, ନେତା…
ରାଜ୍ୟ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ July 12, 2025 Nirvay ଆଜି ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଭେଟିଛନ୍ତି । ସାକ୍ଷାତ କାଳରେ ଓଡିଶାର ଭିଜନ ଡକୁମେଣ୍ଟ ୨୦୩୬ ନେଇ ଆଲୋଚନା ହୋଇଥିବା ଜଣାପଡ଼ିଛି । ଏହି ଅବସରରେ ଓଡ଼ିଶାର ବିଭିନ୍ନ ବିକାଶମୂଳକ କାର୍ଯ୍ୟ, ଭବିଷ୍ୟତ କାର୍ଯ୍ୟପନ୍ଥା, କେନ୍ଦ୍ର…