ତାଜା ଖବର ରାଜ୍ୟ Jagannath Temple Calendar Error: ଶ୍ରୀମନ୍ଦିରର ନୂତନ କ୍ୟାଲେଣ୍ଡରରେ ତ୍ରୁଟି December 31, 2025 Papirani
ତାଜା ଖବର ରାଜ୍ୟ Jagannath Temple Calendar Error: ଶ୍ରୀମନ୍ଦିରର ନୂତନ କ୍ୟାଲେଣ୍ଡରରେ ତ୍ରୁଟି December 31, 2025 Papirani
ରାଜ୍ୟ Bargarh Dhanu Jatra: ମହାରାଜ କଂସଙ୍କୁ ବରଗଡ଼ ବିକାଶ ପ୍ରକଳ୍ପର ହିସାବ ଦେଲେ ମୁଖ୍ୟମନ୍ତ୍ରୀ December 30, 2025 Nirvay
ରାଜ୍ୟ Odisha IPS Promotions: ବରିଷ୍ଠ ଆଇପିଏସ୍ ଅଫିସରଙ୍କୁ ପଦୋନ୍ନତି ଦେଲେ ରାଜ୍ୟ ସରକାର December 30, 2025 Nirvay
ତାଜା ଖବର ରାଜନୀତି ରାଜ୍ୟ Congress Target Mohan Sarkar: ଗାଡ଼ିମାଲିକଙ୍କ ଠାରୁ ଜିଜିଆ କର ଆଦାୟ କରୁଛନ୍ତି ମୋହନ ସରକାର- ଯୁବ କଂଗ୍ରେସ December 30, 2025 Papirani
ତାଜା ଖବର ଦେଶ ରାଜନୀତି ରାଜ୍ୟ ଓଡିଆରେ ଶପଥ ନେଲେ ଧର୍ମେନ୍ଦ୍ର ପ୍ରଧାନ June 24, 2024 Papirani ଅଷ୍ଟାଦଶ ଲୋକସଭାର ସ୍ୱତନ୍ତ୍ର ଅଧିବେସନରେ ପ୍ରଥମେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ପରେ ଶପଥ ନେଉଛନ୍ତି ଅନ୍ୟ ନବନିର୍ବାଚିତ ସାଂସଦ । ଓଡିଶାରୁ ସମ୍ବଲପୁରରୁ ସାଂସଦ ନିର୍ବାଚିତ ହୋଇ ଯାଇଥିବା ଧର୍ମେନ୍ଦ୍ର ପ୍ରଧାନ ଓଡିଆରେ ଶପଥ ଗ୍ରହଣ କରିଛନ୍ତି । ଶପଥ ଗ୍ରହଣ କରାଇଲେ…
ତାଜା ଖବର ରାଜନୀତି ରାଜ୍ୟ ରାଜଧାନୀରେ ସରକାରୀ ଜମିକୁ ୨୭ ଥର ବିକ୍ରି, ସାମିଲ ଅଛନ୍ତି ୪ ଆଇପିଏସ୍ June 24, 2024 Papirani ରାଜଧାନୀରେ ଜମି କେଳେଙ୍କାରୀ ଘଟଣା କିଛି ନୂଆ ନୁହେଁ । ହେଲେ ପାତ୍ରପଡା ମୌଜାରେ ୨୫୦ କୋଟି ଟଙ୍କାର ସରକାରୀ ଜମିକୁ ୨୭ ଥର କିଣାବିକା ହେବା ଘଟଣା ସମସ୍ତଙ୍କୁ ଚକିତ କରି ଦେଇଛି। ଖାଲି ସେତିକି ନୁହେଁ, ଏହି ଜମି…
ତାଜା ଖବର ଦେଶ ରାଜନୀତି ସାଂସଦ ଭାବେ ଶପଥ ନେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି June 24, 2024 Papirani ଲୋକସଭାର ୧୮ତମ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି । ଅଧିବେଶନରେ ସାଂସଦ ଭାବେ ଶପଥ ନେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମୋଦିଙ୍କୁ ଶପଥ ପାଠ କରାଇଲେ କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ। ଏହା ପରେ କମାଚଳା ବାଚସ୍ପତି ଭର୍ତ୍ତୃହରି ମହତାବ…
ତାଜା ଖବର ରାଜ୍ୟ ଢେଙ୍କାନାଳ ହିନ୍ଦୋଳ ରୁଙ୍ଗଟା ମାଇନ୍ସରେ ଅଘଟଣ, ୨ ମୃତ, ୫ ଗୁରୁତର June 24, 2024 Papirani ଢେଙ୍କାନାଳ ହିନ୍ଦୋଳ ରୁଙ୍ଗଟା ମାଇନ୍ସରେ ଅଘଟଣ । ରୁଙ୍ଗଟା ମାଇନ୍ସ ମେକାନିକାଲ ଷ୍ଟ୍ରକଚର ଭୁଶୁଡ଼ି ୨ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଗୁରୁତର ହୋଇଛନ୍ତି। କଂପାନୀ କର୍ତୁପକ୍ଷ ଓ ପୋଲିସ୍ ଉପସ୍ଥିତିରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଘଟଣା…
ତାଜା ଖବର ରାଜନୀତି ରାଜ୍ୟ ଆଜି ନିଜ ଜନ୍ମମାଟି ରାଇକଳା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ June 24, 2024 Papirani ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜ ଗାଁ ରାଇକଳା ଗସ୍ତରେ ଯିବେ। ମୁଖ୍ୟମନ୍ତ୍ରୀ ହେବା ପରେ ଏହା ହେବ ତାଙ୍କର ପ୍ରଥମ ଗସ୍ତ । ଆଜି ଗାଁର ଲୋକଙ୍କ ସହ ମଧ୍ୟ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।ଏଥିଲାଗି ସାରା ଗାଁ…
ତାଜା ଖବର ଦେଶ ରାଜନୀତି କାମଚଳା ବାଚସ୍ପତି ଭାବେ ଶପଥ ନେଲେ ଭର୍ତ୍ତୃହରି ମହତାବ June 24, 2024 Papirani ଆରମ୍ଭ ହେଲା ଅଷ୍ଟାଦଶ –ଲୋକସଭାର ପ୍ରଥମ ଅଧୂବେଶନ । ଅଧିବେଶନରେ କାମଚଳା ବାଚସ୍ପତି ଭାବେ ଶପଥ ନେଲେ ଭର୍ତ୍ତୃହରି ମହତାବ । ୭ଥର ସାଂସଦ ଭାବେ ନିର୍ବାଚିତ ହୋଇଥିବାରୁ କାମଚଳା ବାଚସ୍ପତି ଆସନରେ ବସିଛନ୍ତି ଭର୍ତ୍ତୃହରି। ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ…
ତାଜା ଖବର ରାଜନୀତି ରାଜ୍ୟ ଆଜି ବିଜେଡି ସଂସଦୀୟ ଦଳ ବୈଠକ June 24, 2024 Papirani ଆଜି ବସିବା ବିଜେଡିର ସଂସଦୀୟ ଦଳ ବୈଠକ । ବିଜେଡି ସୁପ୍ରିମୋଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ ରାଜ୍ୟସଭାରେ ବିଜେଡିର ରଣନୀତି ସଂପର୍କରେ ଚର୍ଚ୍ଚା କରିବା ପାଇଁ ସାଂସଦମାନଙ୍କ ସହିତ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ବୈଠକ କରିବେ। ଏହି ବୈଠକରେ…
ତାଜା ଖବର ଦେଶ ରାଜନୀତି ଆଜିଠୁ ଆରମ୍ଭ ସଂସଦର ଅଧିବେଶନ, ମୋଦି ନେବେ ଶପଥ June 24, 2024 Papirani ଆଜି ଅଷ୍ଟାଦଶ ଲୋକସଭାର ସ୍ବତନ୍ତ୍ର ଅଧିବେଶନ । ଆଜିଠାରୁ ଜୁଲାଇ ୩ ତାରିଖ ପର୍ଯ୍ୟନ୍ତ ଏହି ଅଧିବେଶନ ଚାଲିବାକୁ ଥିବା ବେଳେ ଲୋକସଭାରେ ମୋଟ ୮ଟି ଏବଂ ରାଜ୍ୟସଭାରେ ୫ଟି କାର୍ଯ୍ୟ ଦିବସ ରହିଛି । ୨୭ ତାରିଖ ଦିନ ସଂସଦର…
ରାଜ୍ୟ ବେଧଡ଼କ ନକଲି ନୋଟ୍ ଛାପୁଛନ୍ତି ମାଓବାଦୀ June 23, 2024 Nirvay କ୍ରମାଗତ ସୁରକ୍ଷାର୍କୀଙ୍କ ମାଓବାଦୀ ଦମନ ଅଭିଯାନ ପରେ ଏବେ ଲାଲବାହିନୀ ଖେଳୁଛନ୍ତି ନୂଆ ଚାଲ୍। ଲାଲଗଡ଼ରେ ରହି ଅର୍ଥ ବ୍ୟବସ୍ଥାକୁ ବିଗାଡ଼ିବା ପାଇଁ ମାଓବାଦୀ ରଚିଛନ୍ତି ଷଡ଼ଯନ୍ତ୍ର। ଅସ୍ତ୍ରଶସ୍ତ୍ର ଛାଡ଼ି ଏବେ ବେଧଡ଼କ ଛାପୁଛନ୍ତି ଜାଲ୍ ନୋଟ୍। ନିରୀହ ଆଦିବାସୀଙ୍କୁ ମୋହରା…
ଦେଶ ଜାମିନ ପାଇଁ ସୁପ୍ରିମକୋର୍ଟ ଗଲେ କେଜରିୱାଲ June 23, 2024 Nirvay ଅବକାରୀ ନୀତି ଦୁର୍ନୀତି ମାମଲାରେ ଟ୍ରାଏଲ କୋର୍ଟ ଜାମିନ ଦେଇଥିଲେ। କିନ୍ତୁ ହାଇକୋର୍ଟ ଏହା ଉପରେ ଅସ୍ଥାୟୀ ଭାବେ ରୋକ ଲଗାଇ ଦେଇଥିଲେ। ଏବେ ହାଇକୋର୍ଟଙ୍କ ବିରୋଧରେ ସୁପ୍ରିମକୋର୍ଟ ଯାଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ। ସେ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ପାଇଁ…