ତାଜା ଖବର ଦେଶ Veteran Actor Mushtaq Khan Passes Away at 56 After Battle With Lung Cancer September 24, 2026 Nirvay
ତାଜା ଖବର ଦେଶ Veteran Actor Mushtaq Khan Passes Away at 56 After Battle With Lung Cancer September 24, 2026 Nirvay
ତାଜା ଖବର ରାଜନୀତି ରାଜ୍ୟ Samir Dash Announces 2029 Nimapara Contest: ନିମାପଡ଼ା ରାଜନୀତିରେ ହଇଚଇ: ୨୦୨୯ ବିଧାନସଭା ନିର୍ବାଚନ ଲଢ଼ିବା ନେଇ ସମୀର ଦାଶଙ୍କ ବଡ଼ ଘୋଷଣା September 24, 2026 Papirani
ତାଜା ଖବର ରାଜ୍ୟ No International Flights From BBSR Currently: ଭୁବନେଶ୍ୱରରୁ ବର୍ତ୍ତମାନ ସମ୍ପୂର୍ଣ୍ଣ ବନ୍ଦ ରହିଛି ଅନ୍ତର୍ଜାତୀୟ ବିମାନ ଚଳାଚଳ: ରାଜ୍ୟ ପରିବହନ ମନ୍ତ୍ରୀ September 24, 2026 Papirani
ତାଜା ଖବର ରାଜ୍ୟ Puri Cruise Terminal: ପୁରୀରେ ଗଢ଼ିଉଠିବ ଅତ୍ୟାଧୁନିକ ଆନ୍ତର୍ଜାତୀୟ କ୍ରୁଜ୍ ଟର୍ମିନାଲ୍: ୨୦୨୮ ମାର୍ଚ୍ଚ ସୁଦ୍ଧା କାର୍ଯ୍ୟକ୍ଷମ ଲକ୍ଷ୍ୟ September 24, 2026 Papirani
ଦେଶ ମନୋରଞ୍ଜନ ପ୍ରଥମ ଫିଲ୍ମ ସାଇନ କଲେ କୁମ୍ଭମେଳା ଭାଇରଲ ଗାର୍ଲ ମୋନାଲିସା January 30, 2025 Nirvay ମହାକୁମ୍ଭ ୨୦୨୫ ରେ ଇନ୍ଦୋରର ମାଳା ବିକୁଥିବା ଝିଅ ମୋନାଲିସାର ନିଆରା ଆଖିକୁ ନେଇ ଏବେ ଅନେକେ ଚର୍ଚ୍ଚା ହେଉଛି । ସେ ଏବଂ ତାଙ୍କ ସମ୍ପୂର୍ଣ୍ଣ ପରିବାର ମହାକୁମ୍ଭରେ ରୁଦ୍ରାକ୍ଷ ଏବଂ ମୁକ୍ତା ହାର ବିକ୍ରି କରୁଥିଲେ । ତେବେ…
ବିଶ୍ୱ ଆମେରିକା ବିମାନ ଦୁର୍ଘଟଣାରେ ୩ ସୈନ୍ୟଙ୍କ ସମେତ ୬୭ ମୃତ January 30, 2025 Nirvay ପୁଣି ଏକ ଭୟଙ୍କର ବିମାନ ଦୁର୍ଘଟଣା । ୱାଶିଂଟନ ଡିସିର ରିଗାନ ନ୍ୟାଶନାଲ ଏୟାରପୋର୍ଟ ନିକଟରେ ମଝି ଆକାଶରେ ଏକ ଯାତ୍ରୀବାହୀ ବିମାନ ଏକ ଆମେରିକୀୟ ସାମରିକ ହେଲିକପ୍ଟର ସହିତ ଧକ୍କା ହୋଇ ପୋଟୋମାକ ନଦୀରେ ଖସି ପଡ଼ିଛି । ଫଳରେ…
ଦେଶ ସଂସଦ ବଜେଟ ଅଧିବେଶନ ପୂର୍ବରୁ ଆଜି ବସିଛି ସର୍ବଦଳୀୟ ବୈଠକ January 30, 2025 Nirvay ଆସନ୍ତାକାଲିଠୁ ପାର୍ଲାମେଣ୍ଟ କେନ୍ଦ୍ର ବଜେଟ ଅଧିବେଶନ । ତା’ପୂର୍ବରୁ ଆଜି ବସିଥିଲା ସର୍ବଦଳୀୟ ବୈଠକ । ଚଳିତ ବଜେଟ ଅଧିବେଶନ କିପରି ଶାନ୍ତି ଶୃଙ୍ଖଳାରେ ସୁରୁଖୁରୁରେ ଚାଲିପାରିବ ସେଥିପାଇଁ ସରକାର ସବୁ ଦଳର ସହଯୋଗ ଲୋଡିଛନ୍ତି କେନ୍ଦ୍ର ସରକାର । ଫେବୃଆରୀ…
ତାଜା ଖବର ରାଜ୍ୟ ସ୍ଥାୟୀ ନିଯୁକ୍ତି ଦାବି କଲେ ଓଡ଼ିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ January 30, 2025 Papirani ସ୍ଥାୟୀ ନିଯୁକ୍ତି ଦାବିରେ ଓଡ଼ିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀମାନେ ଆସନ୍ତା ୨ ତାରିଖରୁ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମ ଆରମ୍ଭ କରିବାକୁ ଯାଉଛନ୍ତି। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଦେଢ଼ କୋଟି ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ଲକ୍ଷ୍ୟ ରଖିଥିବା ଆଜି…
ତାଜା ଖବର ରାଜ୍ୟ ପୁଣି ମହାକୁମ୍ଭରେ ଲାଗିଲା ନିଆଁ January 30, 2025 Papirani ମହାକୁମ୍ଭରେ ପୁଣି ଅଗ୍ନିକାଣ୍ଡ । ପ୍ରୟାଗରାଜ ମହାକୁମ୍ଭର ସେକ୍ଟର ୨୨ରେ ଏହି ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡରେ ୧୫ଟି ତମ୍ବୁ ଜଳି ପୋଡ଼ି ପାଉଁଶ ହୋଇଯାଇଛି । ଅଗ୍ନିଶମ ବାହିନୀ ଦଳ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା ପାଇଁ…
ତାଜା ଖବର ରାଜନୀତି ରାଜ୍ୟ ୫ ଦିନିଆ ଓଡ଼ିଶା ଗସ୍ତରେ ମୋହନ ଭାଗବତ January 30, 2025 Papirani ଓଡିଶାରେ ମୋହନ ଭାଗବତ । ଆଜି ରାଷ୍ଟ୍ରୀୟ ସ୍ୱଂୟ ସେବକ ସଂଘ(ଆରଏସଏସ)ର ପ୍ରମୁଖ ମୋହନ ଭାଗବତ ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ଗସ୍ତରେ ସେ ସଂଘର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଆଜି ସନ୍ଧ୍ୟାରେ…
ତାଜା ଖବର ରାଜ୍ୟ ଫେବ୍ରୁଆରୀ ୧୫ ଯାଏଁ ବଢ଼ିଲା ରାସନ ଇ-କେୱାଇସି ଅପଡେଟ୍ ତାରିଖ January 30, 2025 Papirani ଫେବ୍ରୁଆରୀ ୧୫ ଯାଏଁ ବଢ଼ିଲା ରାସନ ଇ-କେୱାଇସି ଅପଡେଟ୍ । ପୂର୍ବରୁ ଜାନୁଆରୀ ୩୧ ଶେଷ ତାରିଖ ଥିଲାବେଳେ ଫେବ୍ରୁଆରୀ ୧୫କୁ ବୃଦ୍ଧି କରାଯାଇଛି । ଅବଧି ବୃଦ୍ଧି ନେଇ ଆଜି ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।…
ତାଜା ଖବର ଦେଶ ରାଜ୍ୟ ଓଡ଼ିଶାରୁ ମହାକୁମ୍ଭକୁ ଯାଉଥିବା ଓଏସ୍ଆରଟିସିର ସ୍ବତନ୍ତ୍ର ବସ୍ ବାତିଲ୍ January 30, 2025 Papirani ମହାକୁମ୍ଭ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ କରାଯାଇଥିବା ସ୍ୱତନ୍ତ୍ର ବସ ସେବାକୁ ବାତିଲ କରାଯାଇଛି । ଓଡ଼ିଶା ରାଜ୍ୟ ସଡ଼କ ଓ ପରିବହନ ବିଭାଗ ପକ୍ଷରୁ ସ୍ୱତନ୍ତ୍ର ଓଏସ୍ଆରଟିସି ବସ୍ ସେବାକୁ ବନ୍ଦ କରାଯାଇଛି । ଫେବ୍ରୁଆରୀ ୪ ତାରିଖ…
ତାଜା ଖବର ରାଜନୀତି ରାଜ୍ୟ ଫେବ୍ରୁଆରୀ ପ୍ରଥମ ସପ୍ତାହ ସୁଦ୍ଧା ଘୋଷଣା ହେବ ବିଜେପି ସଭାପତି ନାଁ January 30, 2025 Papirani ଫେବ୍ରୁଆରୀ ପ୍ରଥମ ସପ୍ତାହ ସୁଦ୍ଧା ଘୋଷଣା ହେବ ବିଜେପି ସଭାପତି ନାଁ । ଏ ନେଇ ଆଜି ସୂଚନା ଦେଇଛନ୍ତି କନ୍ଧମାଳ ସାଂସଦ ତଥା ବିଜେପି ରାଜ୍ୟ ନିର୍ବାଚନ ସହ ପ୍ରଭାରୀ ସୁକାନ୍ତ ପାଣିଗ୍ରାହୀ । ସେ କହିଛନ୍ତି ରାଜ୍ୟ ନିର୍ବାଚନ…
ଦେଶ ରାଜଘାଟରେ ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ January 30, 2025 Papirani ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୭୪ ତମ ପୂଣ୍ୟ ତିଥି ଅବସରରେ ବିଭିନ୍ନ ସ୍ଥାନରେ ସ୍ମୃତିସଭା ଅନୁଷ୍ଠିତ ହେଉଛି । ଏହି ଅବସରରେ ଆଜି ନୂଆଦିଲ୍ଲୀ ରାଜଘାଟ ସ୍ଥିତ ବାପୁଙ୍କ ସମାଧିସ୍ଥଳରେ ଶ୍ରଦ୍ଧାଞ୍ଜଳି ଜଣାଇଚନ୍ତି ରାଷ୍ଟ୍ରପତି, ଉପ-ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସମେତ ଅନେକ…