ଅଗ୍ନି ବର୍ଷାରୁ ମିଳିଲା ଆଶ୍ୱସ୍ତି

ଭୁବନେଶ୍ୱର; ବଦଳିଲା ପାଗ । ଅସହ୍ୟ ଖରା ଓ ତାତିରୁ ମିଳିଲା ଆଶ୍ୱସ୍ତି । ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସହ ବର୍ଷା ହେଉଛି । କିଛି ସ୍ଥାନରେ ପ୍ରବଳ ପବନ ସାଙ୍ଗକୁ କୁଆପଥର ମାଡ଼ ସହ ବର୍ଷା…

ଦିନରେ ସ୍ବପ୍ନ ଦେଖୁଛି ବିଜେପି!

ମୋଦିଙ୍କୁ ଜବାବ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ଓଡ଼ିଶା ଗସ୍ତରେ ଆସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଥିଲେ ଯେ, ଜୁନ୍‌ ୪ରେ ଏଠାରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଲେଖାଯାଇଛି। ଜୁନ୍‌ ୬ରେ ବିଜେପିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଚୟନ କରାଯିବ।…

ଘସିପୁରାରୁ ସ୍ୱାଧୀନପ୍ରାର୍ଥୀ ଭାବେ ପ୍ରାର୍ଥୀପତ୍ର ଦାଖଲ କଲେ ସୌମ୍ୟରଞ୍ଜନ

କେନ୍ଦୁଝର; ଘସିପୁରାର ନିର୍ବାଚନମଣ୍ଡଳୀରୁ ସ୍ୱାଧୀନପ୍ରାର୍ଥୀ ଭାବେ ସୌମ୍ୟରଞ୍ଜନ ପଟ୍ଟନାୟକ ଆଜି ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଆଜି ସକାଳେ ସେ ଘଟଗାଁ ମା’ ତାରିଣୀଙ୍କ ପୀଠରେ ପୂଜାର୍ଚ୍ଚନା କରି ମା’ ଙ୍କ ଆଶୀର୍ବାଦ ନେଇ ନାମାଙ୍କନ ପତ୍ର ଦାଖଲ ପାଇଁ ବାହାରିଥିଲେ…

ଓଡ଼ିଶାର ପୁଅ କି ଝିଅ ହିଁ ହେବେ ବିଜେପିର ମୁଖ୍ୟମନ୍ତ୍ରୀ: ମୋଦୀ

ନବରଙ୍ଗପୁର ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବକ୍ତବ୍ୟ । ନବରଙ୍ଗପୁରର ଅଧିଷ୍ଠାତ୍ରୀଙ୍କ ଆଶୀର୍ବାଦ ନେଇ ପ୍ରଧାନମନ୍ତ୍ରୀ କହିଲେ ଆପଣଙ୍କ କଷ୍ଟ ବୃଥା ଯିବନି। ମଞ୍ଚରେ ବିଜେପି ସମର୍ଥିତ ସବୁ ଏମଏଲଏ ଓ ଏମପି ପ୍ରାର୍ଥୀଙ୍କ ହାତ ଧରି ସାହାସ ଦେଲେ ମୋଦି।…

ଉତ୍ତରାଖଣ୍ଡ ଜଙ୍ଗଲରେ ନିଆଁ: ୫ ମୃତ

ଡେରାଡୁନ: ଉତ୍ତରାଖଣ୍ଡ ଜଙ୍ଗଲ ନିଆଁ ଥମିବା ନାଁ ନେଉନି । ଅଲମୋଡା ଓ ବାଗେଶ୍ୱର ସମେତ ଅଧିକାଂଶ ଜିଲ୍ଲାରେ ଜଙ୍ଗଲ ଜଜୁଛି । ଅଲମୋଡା ଜିଲ୍ଲା ଜଙ୍ଗଲ ନିଆଁ ଧୀରେ ଧୀରେ ଅନିୟନ୍ତ୍ରିତ ହେବାରେ ଲାଗିଛି । ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ…

ପାଣ୍ଡିଆନଙ୍କ ବଡ ଘୋଷଣା: ଜୁନ୍ ୯ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନବୀନ ପଟ୍ଟନାୟକ

ଭବାନୀପାଟଣା ସଭାରୁ ବଡ ଘୋଷଣା କରିଛନ୍ତି ବିଜେଡି ନେତା ଭି.କେ ପାଣ୍ଡିଆନ । ଆସନ୍ତା ଜୁନ ୯ ତାରିଖରେ ଷଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ନବୀନ ପଟ୍ଟନାୟକ। ଜୁନ ୯ ତାରିଖ ଦିନ ୧୧ଟାରୁ ସାଢେ…

ନବୀନଙ୍କୁ ମୋଦୀ ମାରିଲେ ଜଗନ୍ନାଥ ତୀର

ନିର୍ଭୟ ମିଡ଼ିଆ : ବ୍ରହ୍ମପୁର, ପରିବେଶ ଭିନ୍ନ । ଭାଷଣ ବି ଭିନ୍ନ । ଆକ୍ରମଣ ମୁଦ୍ରା ବି ଭିନ୍ନ । ସେ ଦୃଷ୍ଟିରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରଥମ ନିର୍ବାଚନୀ ସଭା ଅନେକ ଦୃଷ୍ଟିରୁ ଥିଲା ଗୁରୁତ୍ୱପୂର୍ଣ୍ଣ । ଫେବ୍ରୁଆରୀ…

ଦିଲ୍ଲୀ ପରେ ଏବେ ଅହମଦାବାଦର ୩ ସ୍କୁଲକୁ ବମ ଧମକ

ନୂଆଦିଲ୍ଲୀ ;ରାଜଧାନୀ ଦିଲ୍ଲୀ ଏନ୍‌ସିଆର୍‌ ପରେ ଏବେ ଗୁଜରାଟର ଅହମଦାବାଦରେ ବମ ର ଧମକ ଦିଆଯାଇଛି । ପୁଣି ସ୍କୁଲଗୁଡିକୁ ଆସିଲା ବୋମାରେ ଉଡାଇ ଦେବାକୁ ଧମକପୂର୍ଣ୍ଣ ଇ-ମେଲ୍‌। ଫଳରେ ଏହାକୁ ନେଇ ସମସ୍ତ ସ୍କୁଲରେ ହାଇ ଆଲର୍ଟ ଜାରି କରାଯାଇଛି।…

ପ୍ରକାଶ ପାଇଲା ICSE ଦଶମ ଓ ଦ୍ବାଦଶ ରେଜଲ୍ଟ

କାଉନସିଲ ଫର ଦି ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ପରୀକ୍ଷା (ସିଆଇଏସ୍‌ସିଇ) ଦ୍ୱାରା ପରିଚାଳିତ ହୋଇଥିବା ଆଇସିଏସ୍‌ଇ ଦଶମ ଏବଂ ଆଇଏସ୍‌ସି ଦ୍ୱାଦଶ ପରୀକ୍ଷାଫଳ ପ୍ରକାଶ ପାଇଛି।http.//www.cise.org. ୱେବସାଇଟରେ ରେଜଲ୍ଟ ଉପଲବ୍ଧ ରହିଥିବା ବେଳେ ଛାତ୍ରଛାତ୍ରୀମାନେ ସେଠାରୁ ଫଳାଫଳ ଜାଣି ପାରିବେ।ଦଶମରେ ୯୯.୦୮%…

ଆଜି କଳାହାଣ୍ଡି ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳାହାଣ୍ଡି ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସପ୍ତାହକ ମଧ୍ୟରେ ଦ୍ୱିତୀୟ ଥର ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇବେ । ନବୀନ ଜିଲ୍ଲାର ୭ଟି ନିର୍ବାଚନ ମଣ୍ଡଳୀ ଓ କଳାହାଣ୍ଡି…