ତାଜା ଖବର ଦେଶ Impeachment Motion Against CEC Rejected: ସିଇସିଙ୍କ ବିରୋଧରେ ଆସିଥିବା ମହାଅଭିଯୋଗ ପ୍ରସ୍ତାବ ଖାରଜ April 6, 2026 Nirvay
ରାଜନୀତି ରାଜ୍ୟ Mandal Couple Suspended From BJD: ମୁକ୍ତିକାନ୍ତ ମଣ୍ଡଳ, ମଞ୍ଜୁଲତା ମଣ୍ଡଳ ବିଜେଡିରୁ ନିଲମ୍ବିତ April 6, 2026 Nirvay
ତାଜା ଖବର ଦେଶ Impeachment Motion Against CEC Rejected: ସିଇସିଙ୍କ ବିରୋଧରେ ଆସିଥିବା ମହାଅଭିଯୋଗ ପ୍ରସ୍ତାବ ଖାରଜ April 6, 2026 Nirvay
ରାଜନୀତି ରାଜ୍ୟ Mandal Couple Suspended From BJD: ମୁକ୍ତିକାନ୍ତ ମଣ୍ଡଳ, ମଞ୍ଜୁଲତା ମଣ୍ଡଳ ବିଜେଡିରୁ ନିଲମ୍ବିତ April 6, 2026 Nirvay
ତାଜା ଖବର ରାଜ୍ୟ Vice Chancellors For 14 Universities: ରାଜ୍ୟର ୧୪ଟି ବିଶ୍ୱବିଦ୍ୟାଳୟ ପାଇଁ କୁଳପତି ନିଯୁକ୍ତ April 6, 2026 Nirvay
ତାଜା ଖବର ରାଜନୀତି ରାଜ୍ୟ BJP Foundation Day: ରାଜ୍ୟ କାର୍ଯ୍ୟାଳୟରେ ପାଳନ ହେଲା ବିଜେପିର ୪୭ତମ ପ୍ରତିଷ୍ଠା ଦିବସ April 6, 2026 Papirani
ତାଜା ଖବର ରାଜ୍ୟ prestigious President’s Colour Award: ଓଡିଶା ପୋଲିସକୁ ମିଳିବ ପ୍ରେସିଡେଣ୍ଟ କଲର୍ ଆୱାର୍ଡ April 6, 2026 Papirani
ତାଜା ଖବର ଦେଶ ନିଟ ବିବାଦ: ଶିକ୍ଷା ମନ୍ତ୍ରୀଙ୍କ ଘର ଘେରାଉ June 20, 2024 Nirvay ନିଟ ଏବଂ ୟୁଜିସି-ନେଟ ପରୀକ୍ଷାରେ ଅନିୟମିତତା ପ୍ରସଙ୍ଗରେ ଦେଶ ଉଠୁଛି ପଡୁଛି। ଏହାକୁ ନେଇ ଗୁରୁବାର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାସଭବନ ଘେରାଉ କରିଛନ୍ତି ଭାରତୀୟ ରାଷ୍ଟ୍ରୀୟ ଛାତ୍ର ସଂଘ NSUI। ନୂଆଦିଲ୍ଲୀସ୍ଥିତ ବାସଭବନ ଆଗରେ NSUI ଛାତୀଛାତ୍ର ବିକ୍ଷୋଭ…
ରାଜନୀତି ସମ୍ପାଦକୀୟ ବିଜେଡିର ନ୍ୟାରେଟିଭ ସୃଷ୍ଟି ଆରମ୍ଭ, ବିଜେପି ଚୁପ୍ June 20, 2024 Nirvay ବିଜେପି ଓଡ଼ିଶାରେ ନୂଆ କରି ସରକାର ଗଠନ କରିଛି। ବିଜେଡି ୨୪ ବର୍ଷ ଧରି ଶାସକ ଦଳରେ ରହିବା ପରେ ଏବେ ବିରୋଧୀ ଦଳ ଭାବେ କାମ କରିବ। ବିଜେପି ସବୁବେଳେ ବିରୋଧୀ ଦଳରେ ରହିଆସିଛି। ବିରୋଧୀ ଦଳରେ ରହି ସ୍ୱର…
ତାଜା ଖବର ଦେଶ ରାଜନୀତି ବିହାର ସରକାରଙ୍କୁ ପାଟନା ହାଇକୋର୍ଟଙ୍କ ଝଟ୍କା June 20, 2024 Papirani ପାଟନା ହାଇକୋର୍ଟ ସଂରକ୍ଷଣ ପ୍ରସଙ୍ଗରେ ବିହାର ସରକାରଙ୍କୁ ଏକ ବଡ ଝଟ୍କା ଦେଇଛନ୍ତି । ଜାତିଭିତ୍ତିକ ଜନଗଣନା ପରେ ବିହାର ସରକାରଙ୍କ ଦ୍ଵାରା ସଂରକ୍ଷଣ ସୀମା ବୃଦ୍ଧି କରିବା ନିଷ୍ପତ୍ତିକୁ ରଦ୍ଦ କରି ଦେଇଛନ୍ତି ହାଇକୋର୍ଟ। ଶିକ୍ଷା ଓ ଚାକିରି କ୍ଷେତ୍ରରେ…
ତାଜା ଖବର ଦେଶ ତାମିଲନାଡୁରେ ଅପମିଶ୍ରିତ ମଦ ସେବନ କରି ପ୍ରାୟ ୩୪ ମୃତ June 20, 2024 Nirvay ତାମିଲନାଡୁର କାଲାକୁରିଚି ଜିଲ୍ଲାରେ ଅପମିଶ୍ରିତ ମଦ ସେବନ କରି ପ୍ରାୟ ୩୪ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କୁ ବାଦ୍ ଦେଲେ ଅନ୍ୟ ୧୦୦ରୁ ଅଧିକ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ମୃତମାନଙ୍କ ମଧ୍ୟରେ ମହିଳାମାନେ ମଧ୍ୟ ଅନ୍ତର୍ଭୁକ୍ତ। ଅଧିକାଂଶଙ୍କ ଶବ ବ୍ୟବଚ୍ଛେଦ ହୋଇସାରିଛି।…
ତାଜା ଖବର ଦେଶ ସୁପ୍ରିମକୋର୍ଟକୁ ଗଲା ନିଟ (NEET) ବିବାଦ June 20, 2024 Nirvay ନିଟ ବିବାଦ ନେଇ ସୁପ୍ରିମକୋର୍ଟକୁ ସ୍ଥାନାନ୍ତର ହେଲା ହାଇକୋର୍ଟରେ ଥିବା ମାମଲା। ଏ ନେଇ ଏନଟିଏ ସୁପ୍ରିମକୋର୍ଟରେ ଆବେଦନ କରିଥିଲା। ଏବେଠୁ ନିଟ୍ ମାମଲାର ସମସ୍ତ ଶୁଣାଣି ସୁପ୍ରିମକୋର୍ଟରେ ହେବ। କାଉନସେଲିଂ ପ୍ରକ୍ରିୟା ଜାରି ରଖିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ରାଜନୀତି ରାଜ୍ୟ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ୨୨ ଜଣ ଅଫିସରଙ୍କ ବଦଳି ଉପରେ ଲାଗିଲା ରୋକ୍ June 20, 2024 Nirvay ସରକାର ବଦଳିବା ପରେ ନୂଆ ସରକାର ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି ଥିବା ଅଫିସରମାନଙ୍କୁ ଅନ୍ୟ ବିଭାଗକୁ ବଦଳି କରିବା ପ୍ରକ୍ରିୟା ଆରମ୍ଭ କରିଛନ୍ତି। ନୂଆ ମୁଖ୍ୟମନ୍ତ୍ରୀଙ୍କୁ ତୃତୀୟ ମହଲା ଆବଣ୍ଟିତ ହେବା ପରେ ସେଠାରେ ଥିବା ସଚିବାଳୟ ସେବା କ୍ୟାଡରର…
ତାଜା ଖବର ରାଜନୀତି ରାଜ୍ୟ ବାଚସ୍ପତି ହେଲେ ସୁରମା ପାଢ଼ୀ June 20, 2024 Papirani ଆଜି ଓଡ଼ିଶା ବିଧାନସଭାର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି ରଣପୁର ବିଧାୟିକା ସୁରମା ପାଢ଼ୀ । ନିର୍ଦ୍ୱନ୍ଦ୍ୱରେ ବାଚସ୍ପତି ନିର୍ବାଚିତ ହୋଇଛନ୍ତି ସୁରମା। କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କଠାରୁ ସେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟିତ୍ବ ଗ୍ରହଣ ପରେ…
ତାଜା ଖବର ଦେଶ ନିଟ୍ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ହୋଇଥିବା ସ୍ବୀକାର କଲେ ପରୀକ୍ଷାର୍ଥୀ June 20, 2024 Papirani ନିଟ୍ ବିବାଦ ଯେତେ ଘନାଉଛି, ନୂଆ ନୂଆ ତଥ୍ୟ ପଦାକୁ ଆସୁଛି । ଏବେ ନିଟ୍ ପରୀକ୍ଷା ଅନିୟମିତତାକୁ ନେଇ ବଡ଼ ଧରଣର ଖୁଲାସା ହୋଇଛି। ଏହି ମାମଲାରେ ଗିରଫ ହୋଇଥିବା ନିଟ୍ ପରୀକ୍ଷାର୍ଥୀ ଅନୁରାଗ ୟାଦବ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍…
ତାଜା ଖବର ରାଜ୍ୟ ସ୍ୱାସ୍ଥ୍ୟ ଏମ୍କେସିଜି ମେଡିକାଲରେ ଡିପ୍ଥେରିଆ ଆକ୍ରାନ୍ତଙ୍କ ମୃତ୍ୟୁ June 20, 2024 Papirani ଡିପ୍ଥେରିଆ ସଂକ୍ରମଣ ସ୍ବାସ୍ଥ୍ୟ ବିଭାଗର ଚିନ୍ତା ବଢ଼ାଇଦେଇଛି। ବ୍ରହ୍ମପୁର ଏମ୍କେସିଜି ମେଡିକାଲରେ ଚିକିିତ୍ସିତ ହେଉଥିବା ଆଉ ଜଣେ ଡିପ୍ଥେରିଆ ରୋଗୀଙ୍କର ମୃତ୍ୟୁ ହୋଇଛି। ଏନେଇ ସୂଚନା ଦେଇଛନ୍ତି ଏମ୍କେସିଜି ମେଡିକାଲ ଅଧୀକ୍ଷକ। ମୃତକ କୋରାପୁଟ ବନ୍ଧୁଗାଁର ୧୦ ବର୍ଷର ନାବାଳକ ବୋଲି…
ତାଜା ଖବର ରାଜ୍ୟ ଭୁବନେଶ୍ବରର ଆପାର୍ଟମେଣ୍ଟରେ ଲାଗିଲା ନିଆଁ June 20, 2024 Papirani ଭୁବନେଶ୍ବର ପଟିଆ ଛକ ନିକଟ ଏକ ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ପଟିଆ ଛକ ନିକଟରେ ଥିବା କେ.କେ ପ୍ଲାଜା ନାମକ ଆପାର୍ଟମେଣ୍ଟର ଅଷ୍ଟମ ମହଲାରେ ଥିବା ୫୦୮ ନଂ ଫ୍ଲାଟରେ ଲାଗିଲା ନିଆଁ । ତେବେ ନିଆଁ ଲାଗିବାର କାରଣ…