ଚଳିତ ମାସରେ ଆସିବ ନୂଆ ଅବକାରୀ ନୀତି

ଦଶହରା ପୂର୍ବରୁ ନୂଆ ଅବକାରୀ ନୀତି ଆଣିବେ ରାଜ୍ୟ ସରକାର । ଏନେଇ ସୂଚନା ଆଜି ସୂଚନା ଦେଇଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ କହିଛନ୍ତି ଦିନେ କି ଦୁଇ ଦିନ ଭିତରେ ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ସହିତ…

ଗଠନ ହେବ ନୂଆ ବିଜେଡି; ସଂକେତ ଦେଲେ ଅମର ଶତପଥୀ

ନୂଆ ବିଜେଡି ଗଠନର ସଂକେତ ଦେଇଛନ୍ତି ବରିଷ୍ଠ ନେତା ଅମର ଶତପଥୀ । ସେ କହିଛନ୍ତି ବିଜେଡି ଲୋକ ହିଁ ଗଠନ କରିବେ ନୂଆ ବିଜେଡି । ଲୋକ ଓ କର୍ମୀଙ୍କ ଠାରୁ ଦୂରେଇ ଯାଉଛି ବର୍ତ୍ତମାନର ବିଜେଡି । ନିର୍ଦ୍ଦିଷ୍ଟ…

ଆଜି ସରୁଛି ନୋଟିସ୍‌ର ଡେଡ୍‌ଲାଇନ; କାଲି ବାଣୀବିହାର କ୍ବାର୍ଟର୍ସରୁ ବାହାରିବେ ଜବରଦଖଲକାରୀ

ବାଣୀବିହାର କ୍ୟାମ୍ପସ୍‌ରେ ବେଆଇନ ଭାବେ ରହୁଥିଲେ କାଲି ବିଦା ହେବେ । ଯେଉଁମାନେ ବେଆଇନ ଭାବେ କ୍ବାର୍ଟର୍ସ ମାଡ଼ି ବସିଛନ୍ତି ସେମାନେ କାଲି ବିଦା ହେବେ । ଆଜି ସରୁଛି ନୋଟିସ୍‌ର ଡେଡ୍‌ଲାଇନ। ଏହାରି ମଧ୍ୟରେ ଯଦି କ୍ବାର୍ଟର୍ସ ଖାଲି ନ…

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ କିରାଣୀ

ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ କେନ୍ଦୁଝର ଜିଲ୍ଲା ଚମ୍ପୁଆ ବ୍ଲକ ମୁଖ୍ୟାଳୟରେ ଥିବା ନିକଲସନ ଫରେଷ୍ଟ ଟ୍ରେନିଂ ସ୍କୁଲର ଜଣେ କିରାଣୀ । କିରାଣୀ ଜଣକ ରୂପଚାନ୍ଦ ନାଏକ । ପେନସନ୍…

ବିଏମ୍‌ସି ଅଫିସ୍‌ ଆଗରେ କର୍ପୋରେଟରଙ୍କ ଧାରଣା

ଭୁବନେଶ୍ବର ମହାନଗର ନିଗମ(ବିଏମ୍‌ସି) ଅଫିସ୍‌ ସମ୍ମୁଖରେ ୩୭ ନଂ ୱାର୍ଡ କର୍ପୋରେଟରଙ୍କ ଧାରଣା । ବିଏମ୍‌ସି ଅଫିସ୍‌ ଆଗରେ ଧାରଣାରେ ବସିଲେ କର୍ପୋରେଟର ବନ୍ଦିତା ପାଲ । ୩ ବର୍ଷ ହେବ କୋଣସି କାମ ହେଉ ନଥିବା ଅଭିଯୋଗରେ ଧାରଣା ବସିଥିବା…

ଉତ୍କଳ ବିଶ୍ବବିଦ୍ୟାଳୟର ଭିନ୍ଦ୍ରେନୱାଲା କିଏ ?

ଯାହା ହଉ ପ୍ରଥମ ଥର ପାଇଁ ମନକୁ ଖୁସି କଲାପରି ଦୃଶ୍ୟ ପଡ଼ିଲା ଆଖିରେ । ପୁଲିସ ଫୌଜ ପଶିଲେ ବାଣୀବିହାର ଭିତରକୁ । ୧୦ ନା ୧୬ ପ୍ଲାଟୁନ ଫୋର୍ସ । ହଷ୍ଟେଲ ଭିତରେ ପଶିଲେ । ଅନେକ ରୁମର…

ରାହୁଳଙ୍କ ହାଇଡ୍ରୋଜେନ ବୋମାର ପରୀକ୍ଷାଗାର ଲଙ୍ଗୱି !

ସାସାରାମରୁ ପାଟନା ୧୬ଦିନର ‘ଭୋଟ୍ ଚୋରି’ ଅଭିଯାନ ଶେଷ କରି ତୁରନ୍ତ ଲୋକସଭାରେ ବିରୋଧୀ ଦଳ ନେତା ରାହୁଳ ଗାନ୍ଧିଙ୍କ ମାଲେସିଆ ଗସ୍ତକୁ ନେଇ ଉଠିଛି ପ୍ରଶ୍ନ । ସେ ଅନ୍ୟ କେଉଁଠି କି ଯାଇଥିଲେ ଚର୍ଚ୍ଚା ହୋଇନଥାନ୍ତା। ହେଲେ ସେ…

ଦିଲ୍ଲୀରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଓ ନିଗମ ନେଇ କୌଣସି ଆଲୋଚନା ହୋଇନାହିଁ: ମନମୋହନ ସାମଲ

ଦିଲ୍ଲୀରୁ ଫେରିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ଓଡ଼ିଶାରେ ପହଞ୍ଚିବା ପରେ ମନମୋହନ ସାମଲ କହିଛନ୍ତି ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଓ ନିଗମ ନେଇ କୌଣସି ଆଲୋଚନା ହୋଇନାହିଁ। ସାଂସଦ ଓ କେନ୍ଦ୍ରୀୟ ନେତୃତ୍ଵମାନଙ୍କ ସହ ଆଲୋଚନା ହୋଇଛି ।…

କବିସୂର୍ଯ୍ୟନଗର ବିଧାୟକଙ୍କ ବିରୁଦ୍ଧରେ ଗୁରୁତର ଅଭିଯୋଗ; ହସ୍ତକ୍ଷେପ କଲା ରାଷ୍ଟ୍ରପତି ଭବନ

ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ବିଜେପି ବିଧାୟକ ପ୍ରତାପ ନାୟକଙ୍କ ବିରୋଧରେ ନିର୍ବାଚନୀ ସତ୍ୟପାଠରେ ତଥ୍ୟ ଲୁଚାଇଥିବା ନେଇ ଗୁରୁତର ଅଭିଯୋଗ ହେବା ପରେ ରାଷ୍ଟ୍ରପତି ଭବନ ହସ୍ତକ୍ଷେପ କରିଛି । ଗୋଆ ସହର ପାଖ ଭେରେନା ପଞ୍ଚାୟତରେ ବେଆଇନ ଭାବେ ପାଞ୍ଚ…

ପଞ୍ଚଭୂତରେ ବିଲୀନ ହେଲେ ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆ

ବିଜୁ ଜନତା ଦଳର ବରିଷ୍ଠ ନେତା, ପୂର୍ବତନ ମନ୍ତ୍ରୀ ତଥା ନୂଆପଡ଼ାର ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ନୂଆପଡ଼ା ଠାରେ ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି । ଏହି ଅବସରରେ ସ୍ଥାନୀୟ ଜନସାଧାରଣଙ୍କ ସମେତ ବିଜେଡିର ବରିଷ୍ଠ ନେତୃବୃନ୍ଦ, ଅନ୍ୟ ରାଜନୈତିକ ଦଳର…