ତାଜା ଖବର ରାଜ୍ୟ Drug-Free Odisha: ନିଶାମୁକ୍ତ ଓଡ଼ିଶା ପାଇଁ ରାଜ୍ୟ ସରକାରଙ୍କ ମାଷ୍ଟର ପ୍ଲାନ୍, କେନ୍ଦ୍ରଙ୍କ ଅନୁମୋଦନ ପାଇଁ ପ୍ରସ୍ତାବ ପଠାଇଲା SSEPD July 12, 2026 Nirvay
ତାଜା ଖବର ଦେଶ ବିଶ୍ୱ Iran attacks Cyprus Ship in Strait of Hormuz, Indian Sailor Missing: MEA condemns Strike July 12, 2026 Nirvay
ତାଜା ଖବର ରାଜ୍ୟ Drug-Free Odisha: ନିଶାମୁକ୍ତ ଓଡ଼ିଶା ପାଇଁ ରାଜ୍ୟ ସରକାରଙ୍କ ମାଷ୍ଟର ପ୍ଲାନ୍, କେନ୍ଦ୍ରଙ୍କ ଅନୁମୋଦନ ପାଇଁ ପ୍ରସ୍ତାବ ପଠାଇଲା SSEPD July 12, 2026 Nirvay
ତାଜା ଖବର ଦେଶ ବିଶ୍ୱ Iran attacks Cyprus Ship in Strait of Hormuz, Indian Sailor Missing: MEA condemns Strike July 12, 2026 Nirvay
ତାଜା ଖବର ରାଜ୍ୟ Ratha Jatra 2026: ରଥଯାତ୍ରା କାର୍ଯ୍ୟରେ ନିୟୋଜିତ ହୋମଗାର୍ଡଙ୍କ ମୃତ୍ୟୁ: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ୧୦ ଲକ୍ଷ ସହାୟତା ଘୋଷଣା July 12, 2026 Nirvay
ଦେଶ भारतीय नौसेना में शामिल हुआ INS महेन्द्रगिरि, राजनाथ सिंह ने विशाखापत्तनम में किया लोकार्पण July 11, 2026 Nirvay
ତାଜା ଖବର ରାଜନୀତି ରାଜ୍ୟ ଆସନ୍ତା ୧୭ରେ ପ୍ରଧାନମନ୍ତ୍ରୀ ବାଣ୍ଟିବେ ସୁଭଦ୍ରା ଟଙ୍କା September 2, 2024 Papirani ଆସନ୍ତା ୧୭ ତାରିଖରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏ ସଂପର୍କରେ ଆଜି ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସେ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜନତା ମଇଦାନରେ ସୁଭଦ୍ରା ଯୋଜନା ହିତାଧିକାରୀଙ୍କୁ…
ତାଜା ଖବର ରାଜନୀତି ରାଜ୍ୟ ଆଜିଠାରୁ ବିଜେପିର ସଦସ୍ୟତା ଅଭିଯାନ ଆରମ୍ଭ September 2, 2024 Papirani ଆଜିଠୁ ଅର୍ଥାତ ସେପ୍ଟେମ୍ବର ୨ ତାରିଖଠୁ ସାରା ଦେଶରେ ଆରମ୍ଭ ହୋଇଛି ଭାଜପା ଏକ ରାଷ୍ଟ୍ରୀୟ ସଦସ୍ୟତା ଅଭିଯାନ (ସଙ୍ଗଠନ ପର୍ବ) । ଏହି ସଦସ୍ୟତା ଅଭିଯାନ ନେଇ ରାଜ୍ୟବାସୀଙ୍କୁ ସୂଚନା ଦେଇଛନ୍ତି ବିଜେପି ସଭାପତି ମନମୋହନ ସାମଲ । ସେ…
ତାଜା ଖବର ରାଜନୀତି ରାଜ୍ୟ ଗୁଟ୍ଖାରୁ ମିଳିଛି ରାଜ୍ୟକୁ ୧୦୧୨ କୋଟି ରାଜସ୍ବ September 2, 2024 Papirani ୨୦୨୩-୨୪ରେ ଗୁଟଖାରୁ ରାଜ୍ୟକୁ ମିଳିଥିଲା ୧୦୧୨ କୋଟି ଟଙ୍କା । ଆଜି ବିଧାନଭାରେ ଗୁଟଖାରୁ ଟିକସକୁ ନେଇ ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନରେ ଉତ୍ତରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ୧୦୧୨.୫୬ କୋଟିର ଟିକସ ଆଦାୟ କରିଥିଲେ ରାଜ୍ୟ ସରକାର । ୨୦୨୪-୨୫ ଜୁଲାଇ ସୁଦ୍ଧା…
ତାଜା ଖବର ଦେଶ ରାଜନୀତି ଆପ୍ ବିଧାୟକ ଅମାନତୁଲ୍ଲା ଖାନ ଗିରଫ September 2, 2024 Papirani ଦିଲ୍ଲୀ ୱାକଫ୍ ଚାକିରି ଅନିୟମିତତା ମାମଲାରେ ଗିରଫ । ଦୀର୍ଘ ଘଣ୍ଟାର ରେଡ୍ ପରେ ଅମାନତୁଲ୍ଲା ଗିରଫ ।ଦିଲ୍ଲୀ ବାସଭବନରେ ସକାଳୁ ରେଡ୍ କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) । ସୂଚନା ମୁତାବକ; ୨୦୧୮ରୁ ୨୦୨୨ ଭିତରେ ଦିଲ୍ଲୀ ୱାକ୍ଫ ବୋର୍ଡର…
ତାଜା ଖବର ରାଜନୀତି ରାଜ୍ୟ ଓଡ଼ିଶାରେ ହେବନି ହାଇକୋର୍ଟ ବେଞ୍ଚ September 2, 2024 Papirani ରାଜ୍ୟରେ ପ୍ରତିଷ୍ଠା ହେବ ନାହିଁ ହାଇକୋର୍ଟ ବେଞ୍ଚ । ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ନେଇ ଦୀର୍ଘ ଦିନ ହେବ ଦାବି କରିଆସୁଛନ୍ତି ପଶ୍ଚିମ ଓଡ଼ିଶାବାସୀ। ଏନେଇ ଅନେକ ଦିନ ଧରି କାର୍ଯ୍ୟବନ୍ଦ ଆନ୍ଦୋଳନ ମଧ୍ୟ ହୋଇଥିଲା। କିନ୍ତୁ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା…
ତାଜା ଖବର ରାଜ୍ୟ ଭୁବନେଶ୍ୱର କମିଶନରେଟ ପୋଲିସରେ ବଡ ଧରଣର ଅଦଳବଦଳ September 2, 2024 Nirvay ଭୁବନେଶ୍ୱର କମିଶନରେଟ ପୋଲିସରେ ବଡ ଧରଣର ଅଦଳବଦଳ ହୋଇଛି। କେବଳ ଭାରପ୍ରାପ୍ତ ଅଧିକାରୀ ନୁହନ୍ତି, ଥାନାମାନଙ୍କରେ ବର୍ଷ ବର୍ଷ ଧରି ଗାଦି ମାଡି ବସିଥିବା ଏସଆଇ, କନଷ୍ଟେବଳ ମଧ୍ୟରେ ସମ୍ପୂର୍ଣ ବଦଳି କରାଯାଇଛି। ପୋଲିସ ବଦଳି କ୍ଷେତ୍ରରେ ଏହା ବୋଧହୁଏ ସବୁଠୁ…
ତାଜା ଖବର ଦେଶ ଉତ୍ତର ପ୍ରଦେଶରେ ଥମୁନି ଗଧିଆ ଆତଙ୍କ September 2, 2024 Nirvay ଉତ୍ତର ପ୍ରଦେଶ ବାହାରଚିରେ ଗଧିଆ ଆତଙ୍କ ଥମିବାର ନାଁ ଧରୁନି। ପୁଣି ଆଉ ଜଣେ ଶିଶୁକୁ ମାରିଲା ଗଧିଆ। ୩ ବର୍ଷର ଶିଶୁକୁ ଘରୁ ଟାଣି ନେଇ ମାରିଦେଇଛି। ଗଧିଆ ଆକ୍ରମଣରେ ଆଉ୨ ମହିଳା ଆହତ ହୋଇଥିବା ସୂଚନା ମିଳିଛି। ୨…
ତାଜା ଖବର ରାଜ୍ୟ ପାରାଦୀପ ବାଉରିଆପାଳନ୍ଦାରେ ଟ୍ରେନ ଲାଇନଚ୍ୟୁତ September 2, 2024 Nirvay ପାରାଦୀପ ବାଉରିଆପାଳନ୍ଦାରେ ଟ୍ରେନ ଲାଇନଚ୍ୟୁତ ହୋଇଛି। ଇଞ୍ଜିନରୁ ଅଲଗା ହୋଇଯାଇଛି ୧୭ଟି ବଗି। ଗୋଟିଏ ବଗି ଓଲଟିଛି, ଗୋଟିଏ ଅଧା ଅଣେଇ ହୋଇରହିଛି । ଟ୍ରାକରୁ ବାହାରି ବଗି ଲାଇନଚ୍ୟୁତ ହୋଇଯାଇଛି।
ତାଜା ଖବର ରାଜ୍ୟ ତାଳଚେର ଖଣି ଉପନିର୍ଦ୍ଦେଶକଙ୍କ ଘରେ ଭିଜିଲାନ୍ସ ଚଢଉ September 2, 2024 Nirvay ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକଙ୍କ ଘରେ ଭିଜିଲାନ୍ସ ବିଭାଗ ଚଢଉ କରିଛି। ଏକକାଳୀନ ୫ଟି ସ୍ଥାନରେ ଚଢ଼ଉ ଜାରି ରଖିଛି। ତାଳଚେରରେ ଥିବା ବାସଭବନ, ତେଲକୋଇ ଥାନା ଛାମୁଣ୍ଡା ଗାଁରେ ଥିବା ପୈତୃକ ଘର,…
ତାଜା ଖବର ରାଜ୍ୟ ନନ୍ଦନକାନନକୁ ଆସିଲେ ୨ ଜିରାଫ September 2, 2024 Nirvay କୋଲକାତା ଆଲିପୁର ଚିଡ଼ିଆଖାନାରୁ ନନ୍ଦନକାନନକୁ ଆସିଲେ ନୂଆ ଅତିଥି। ଦେଢ଼ ବର୍ଷର ପୁରୁଷ ଓ ୧୩ ମାସର ମାଈ ଜିରାଫ ଆସିଛନ୍ତି । ଆଲିପୁର ଚିଡ଼ିଆଖାନାରୁ ଗତ ୩୧ ତାରିଖ ରାତିରେ ଜିରାଫକୁ ନେଇ ବାହାରିଥିବା ସ୍ୱତନ୍ତ୍ର କଣ୍ଟେନର୍ ୨୫ ଘଣ୍ଟାର…