ତାଜା ଖବର ରାଜ୍ୟ President, PM Modi on One Stage: ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି ଉତ୍ସବ; ଗୋଟିଏ ମଞ୍ଚରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ June 20, 2026 Nirvay
ତାଜା ଖବର ରାଜ୍ୟ President, PM Modi on One Stage: ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି ଉତ୍ସବ; ଗୋଟିଏ ମଞ୍ଚରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ June 20, 2026 Nirvay
ତାଜା ଖବର ଦେଶ NEET UG 2026 Re-Exam: ନିଟ୍ ୟୁଜି ପୁନଃପରୀକ୍ଷା ପୂର୍ବରୁ ଆଜି ସାରାଦେଶରେ ହେବ ଏନ୍ଟିଏର ମକ୍ ଡ୍ରିଲ୍ June 19, 2026 Papirani
ତାଜା ଖବର ରାଜ୍ୟ President in Rairangpur: ରାଇରଙ୍ଗପୁରରେ ମେଗା ପାଇପ୍ ଜଳଯୋଗାଣ ପ୍ରକଳ୍ପ ସହ ଏକାଧିକ ପ୍ରକଳ୍ପର ଉଦ୍ଘାଟନ କଲେ ରାଷ୍ଟ୍ରପତି June 19, 2026 Papirani
ତାଜା ଖବର ଦେଶ ୟୁପିଏସ୍ସିର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ମନୋଜ ସୋନି July 20, 2024 Papirani କେନ୍ଦ୍ର ଲୋକସେବା ଆୟୋଗ (ୟୁପିଏସ୍ସି)ର ଚେୟାରମ୍ୟାନ୍ ପଦରୁ ଇସ୍ତଫା ଦେଇଛନ୍ତି ମନୋଜ ସୋନି । କାର୍ଯ୍ୟକାଳ ସରିବା ପୂର୍ବରୁ ରାଷ୍ଟ୍ରପତିଙ୍କୁ ଇସ୍ତଫାପତ୍ର ପଠାଇଥିବା ସୂଚନା ମିଳିଛି । ଆଗାମୀ ୫ବର୍ଷ ପାଇଁ ସେ ୟୁପିଏସ୍ସି ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଥିଲେ ।…
ତାଜା ଖବର ରାଜ୍ୟ କାଲି ବିଳମ୍ବିତ ରାତିରେ ନିଳାଦ୍ରୀ ବିଜେ କଲେ ବିଶ୍ଵନିୟନ୍ତା July 20, 2024 Papirani କାଲି ବିଳମ୍ବିତ ରାତ୍ରୀରେ ଶ୍ରୀମନ୍ଦିରର ରତ୍ନବେଦୀକୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂରତି । ଜନ୍ମବେଦୀରେ ଲୀଳାଖେଳା ସାରିବା ପରେ ପୁର୍ନବାର ନୀଳକନ୍ଦରକୁ ବିଜେ କରିଛନ୍ତି ତିନି ଠାକୁର । ନିର୍ଦ୍ଧାରିତ ସମୟ ଠାରୁ ବିଳମ୍ବରେ ପହଣ୍ଡି ହୋଇଥିଲା । ଆଜିଠାରୁ ଶ୍ରୀମନ୍ଦିରରୁ ନୀଳାଚଳ…
ତାଜା ଖବର ରାଜନୀତି ରାଜ୍ୟ ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ; ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ July 20, 2024 Papirani ପଦ୍ମଶ୍ରୀ କମଳା ପୂଜାରୀଙ୍କ ୭୦ ବର୍ଷ ବୟସରେ ପରଲୋକ ଘଟିଛି। ଆଜି ସକାଳେ କଟକ ଏସସିବିରେ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ତେବେ ବାର୍ଦ୍ଧକ୍ୟତା କାରଣରୁ ଅନେକ ଦିନ ଧରି ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ଠିକ୍ ରହୁନଥିଲା…
ରାଜ୍ୟ ସଂକଳ୍ପପତ୍ରର ସମସ୍ତ ପ୍ରତିଶୃତି ପୂରଣ ହେବ: ମନମୋହନ July 19, 2024 Nirvay ଓଡ଼ିଶାରେ ବିଜେପି ଏକାକୀ ସରକାର ଗଠନ କରିବା ପରେ ପୁରୀରେ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଛି। ସାଧାରଣ ନିର୍ବାଚନରେ ବିଜେପି ୨୧ରୁ ୨୦ଟି ସାଂସଦ ଜିତିବା ସହ ରାଜ୍ୟରେ ପ୍ରଥମ ଥର ପାଇଁ ଏକାକୀ ସରକାର ଗଠନ କରିଛି । ନିର୍ବାଚନ…
ରାଜ୍ୟ ଓଡ଼ିଶାର ସ୍ୱାର୍ଥ ପାଇଁ ରାଜ୍ୟସଭାରେ ଲଢ଼େଇ କରିବ ବିଜେଡି July 19, 2024 Nirvay ନବୀନ ନିବାସରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଜେଡି ସଂସଦୀୟ ଦଳ ବୈଠକ ହୋଇଥିଲା। ବୈଠକରେ ରାଜ୍ୟସଭା ସାଂସଦମାନେ ଉପସ୍ଥିତ ଥିଲେ। ସଂସଦ ଅଧିବେଶନ ଆରମ୍ଭରେ ହେବାକୁ ଥିବାବେଳେ ବୈଠକରେ ସେ ନେଇ ରଣନୀତି ପ୍ରସ୍ତୁତ ହୋଇଥିବା ଜଣାପଡିଛି। ଏଥିସହ…
ବିଶ୍ୱ ୨୨ରେ ହେବନି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି July 19, 2024 Nirvay ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆସନ୍ତା ଜୁଲାଇ ୨୨ ତାରିଖ ସୋମବାରଠାରୁ ଆରମ୍ଭ ହେଉଛି। ତେଣୁ ସେହିଦିନ ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଲୋକଙ୍କ ଅବଗତି ନିମନ୍ତେ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ଏହି…
ତାଜା ଖବର ରାଜ୍ୟ ଭିଜିଲାନ୍ସର ହାତରେ ଧରାପଡିଲେ ସରପଞ୍ଚ July 19, 2024 Papirani ଭିଜିଲାନ୍ସର ହାତରେ ଧରାପଡିଛନ୍ତି କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ବ୍ରୁଣ୍ଡାବାହାଲ ଗ୍ରାମପଞ୍ଚାୟତ ସରପଞ୍ଚ ଦୀନେଶ କୁମାର ରାଉତ । ଗୋଲାମୁଣ୍ଡାରୁ ବ୍ରୁଣ୍ଡାବାହାଲକୁ ବୋଲେରୋରେ ୫ ଲକ୍ଷ ୪୦ ହଜାର ଟଙ୍କା ନେଇ ଯାଉଥିବାବେଳେ ଖାଲିଆକାନି ନିକଟରେ ଓଡିଶା ଭିଜିଲାନ୍ସର ହାତରେ…
ତାଜା ଖବର ରାଜ୍ୟ ବର୍ଷା ଯୋଗୁଁ ବିଚ୍ଛିନ୍ନ ହେଲା ମାଲକାନଗିରିର ବିଭିନ୍ନ ଅଞ୍ଚଳର ଯୋଗାଯୋଗ ବ୍ୟବସ୍ଥା July 19, 2024 Papirani ପ୍ରତିବର୍ଷ ମାଲକାନଗିରି ଜିଲ୍ଲାରେ ବର୍ଷାର ସ୍ଥିତି ଦିନ ଦିନରେ ସଂକଟାପୂର୍ଣ୍ଣ ହେବାକୁ ଲାଗିଛି । ବର୍ଷା ପାଇଁ ମାଲକାନଗିରି ଜିଲ୍ଲାର କିଛି ଅଞ୍ଚଳ ଏକ ପ୍ରକାର ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଥାଏ। ସେଥିପାଇଁ ଚାଳିତବର୍ଷ ମଧ୍ୟ ଲଘୁଚାପ ବର୍ଷା ଯୋଗୁଁ ମାଲକାନଗିରିର…
ତାଜା ଖବର ରାଜ୍ୟ ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ ହେଲେ ଓଡ଼ିଶାର ଆଡଭୋକେଟ୍ ଜେନେରାଲ୍ July 19, 2024 Papirani ଓଡ଼ିଶାର ଆଡଭୋକେଟ୍ ଜେନେରାଲ୍ ଭାବରେ ଓଡ଼ିଶାର ହାଇକୋର୍ଟର ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ ନିଯୁକ୍ତ ହୋଇଛନ୍ତି । ରାଜ୍ୟପାଳ ରଘୁବର ଦାସ ତାଙ୍କୁ ଓଡ଼ିଶାର ଏଜି ଭାବେ ନିଯୁକ୍ତି ଦେଇଛନ୍ତି। ଆଇନ୍ କ୍ଷେତ୍ରରେ ପୀତାମ୍ବର ଆଚାର୍ଯ୍ୟଙ୍କର ଦୀର୍ଘଦିନର ଅଭିଜ୍ଞତା ରହିଛି। ପୀତାମ୍ବର…
ତାଜା ଖବର ରାଜ୍ୟ ଅବପାତର ରୂପ ନେଲା ଲଘୁଚାପ July 19, 2024 Papirani ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅଧିକ ଘନୀଭୂତ ହୋଇ ଗଭୀର ଅବପାତର ରୂପ ନେଲା ଲଘୁଚାପ । ସେଥିପାଇଁ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଓଡ଼ିଶା ଉପକୂଳ ଛୁଇଁବାର ସମ୍ଭାବନା ରଲିଛି। ଏହା ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ରହିଛି ।…