ତାଜା ଖବର ରାଜ୍ୟ Government Focuses on Women’s Empowerment: ଡବଲ୍ ଇଞ୍ଜିନ୍ ସରକାରରେ ମହିଳାମାନଙ୍କ ପ୍ରଗତି ଦୁଇଗୁଣ November 17, 2026 Nirvay
ତାଜା ଖବର ରାଜନୀତି ରାଜ୍ୟ BJD Legislature Party Meeting at Sankha Bhawan: ବିଜେଡି ବିଧାୟକ ଦଳ ବୈଠକ; ‘ଡବଲ ଇଞ୍ଜିନ୍’ ସରକାର ଉପରେ ବର୍ଷିଲେ ନବୀନ November 17, 2026 Papirani
ତାଜା ଖବର ରାଜ୍ୟ Government Focuses on Women’s Empowerment: ଡବଲ୍ ଇଞ୍ଜିନ୍ ସରକାରରେ ମହିଳାମାନଙ୍କ ପ୍ରଗତି ଦୁଇଗୁଣ November 17, 2026 Nirvay
ତାଜା ଖବର ରାଜନୀତି ରାଜ୍ୟ BJD Legislature Party Meeting at Sankha Bhawan: ବିଜେଡି ବିଧାୟକ ଦଳ ବୈଠକ; ‘ଡବଲ ଇଞ୍ଜିନ୍’ ସରକାର ଉପରେ ବର୍ଷିଲେ ନବୀନ November 17, 2026 Papirani
ତାଜା ଖବର ରାଜ୍ୟ Cyclone Akvan Alert: ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ଉଚ୍ଚସ୍ତରୀୟ ସମୀକ୍ଷା; ୩ ଜିଲ୍ଲାକୁ ୬.୫ କୋଟିର ଅଗ୍ରିମ ସହାୟତା November 17, 2026 Nirvay
ତାଜା ଖବର ରାଜନୀତି ରାଜ୍ୟ BJP Accuses BJD of Misinformation on Welfare Schemes: କେବଳ ମିଛ ନ୍ୟାରେଟିଭ କରି ସରକାରଙ୍କୁ ବଦନାମ କରୁଛି ବିଜେଡି: ସନ୍ତୋଷ ଖଟୁଆ November 17, 2026 Papirani
ତାଜା ଖବର ରାଜନୀତି ରାଜ୍ୟ Congress to Hold Samvidhan Raksha Marches on Nov 26: ନଭେମ୍ବର ୨୬ରେ କଂଗ୍ରେସର ବିଶାଳ ପଦଯାତ୍ରା ଓ ବାଇକ୍ ର୍ୟାଲି: ଲୋୟର ପିଏମଜିରେ ଗର୍ଜିବେ ୧୦ ହଜାର କର୍ମୀ November 17, 2026 Papirani
ରାଜ୍ୟ ବରଗଡ଼ ଧନୁଯାତ୍ରା ଅନୁଦାନ ରାଶି ୧୦ ଲକ୍ଷରୁ ଏକ କୋଟିକୁ ବୃଦ୍ଧି କଲେ ରାଜ୍ୟ ସରକାର December 28, 2024 Nirvay ବରଗଡ଼ ଧନୁଯାତ୍ରା କୁ ନେଇ ବଡ ଘୋଷଣା । ଧନୁଯାତ୍ରା ପାଇଁ ଅନୁଦାନ ରାଶି ବୃଦ୍ଧି କଲେ ରାଜ୍ୟ ସରକାର । ପୂର୍ବୁରୁ ଏହା ୧୦ ଲକ୍ଷ ଟଙ୍କା ଥିବା ବେଳେ ଏହାକୁ ରାଜ୍ୟ ସରକାର ୧ କୋଟିକୁ ବୃଦ୍ଧି କରିଛନ୍ତି…
ରାଜ୍ୟ ଭୁବନେଶ୍ୱରରେ ସିରିଜ ଦୁର୍ଘଟଣା, ଏକାଧିକ ଲୋକ ଆହତ December 28, 2024 Nirvay ଭୁବନେଶ୍ୱର ଜାଭିଅର ଛକ ନିକଟରେ ଆଜି ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ପଛକୁ ପଛ ପିଟି ହୋଇଛି କାର୍-ଭ୍ୟାନ୍-ଅଟୋ । ଏଥିରେ ୭ ରୁ ଅଧିକ ବ୍ୟକ୍ତି ଆହତ ହୋଇଛନ୍ତି । ସେଥିରେ ଜଣେ ଶିଶୁ ଥିବା…
ରାଜ୍ୟ ସୁଚେତା ପ୍ରିୟଦର୍ଶିନୀ ହେଲେ ଓଡ଼ିଶା ସୂଚନା ସେବା ସଂଘର ସଭାପତି, ପଠାଣି ରାଉତ ସାଧାରଣ ସଂପାଦକ December 28, 2024 Nirvay ଓଡ଼ିଶା ସୂଚନା ସେବା ସଂଘର ସାଧାରଣ ଅଧିବେଶନ ଓ କର୍ମକର୍ତ୍ତା ନିର୍ବାଚନ ଆଜି ଅନୁଷ୍ଠିତ ହୋଇଯାଇଛି । ଏହି ଅଧିବେଶନରେ ଓଡ଼ିଶା ସୂଚନା ସେବା ସଂଘର କ୍ୟାଡ଼ରକୁ ସୁଦୃଢ଼ କରାଯିବା ସହ ଜିଲ୍ଲାସ୍ତରରେ କାର୍ଯ୍ୟରତ ଅଧିକାରୀମାନେ ଯେଭଳି ଦକ୍ଷତାର ସହିତ ସେମାନଙ୍କର…
ରାଜ୍ୟ ଅଦିନିଆ ବର୍ଷା ଜନିତ ଫସଲ କ୍ଷୟକ୍ଷତିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା; ୩୦ ତାରିଖ ସୁଦ୍ଧା ସରିବ ଆକଳନ December 28, 2024 Nirvay ଅଦିନିଆ ବର୍ଷା ଜନିତ ଫସଲ କ୍ଷୟକ୍ଷତି ନେଇ ଶନିବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏକ ବଡ଼ ଘୋଷଣା କରାଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅଦିନିଆ ବର୍ଷା ଜନିତ ଫସଲ କ୍ଷୟକ୍ଷତି ସମ୍ପର୍କରେ…
ତାଜା ଖବର ରାଜ୍ୟ ଅଦିନିଆ ବର୍ଷାକୁ ନେଇ ଚିନ୍ତାରେ ଚାଷୀ; ବିଲକୁ ଯାଇ ଚାଷୀଙ୍କ ସହ ଆଲୋଚନା କରିବେ ନବୀନ December 28, 2024 Nirvay ଅମଳ ସମୟରେ ଦାଉ ସାଧିଛି ଅଦିନିଆ ବର୍ଷା । ବର୍ଷକର ଅମଳ ଫସଲ ଆଖି ଆଗରେ ଗଜା ହୋଇ ନଷ୍ଟ ହୋଇଯିବାକୁ ବସିଛି । ସରକାରୀ ସହାୟତା ପାଇଁ ଚାଷୀ ଆକୁଳ ନିବେଦନ କରିଛନ୍ତି । ଏମିତି ସ୍ଥିତିରେ ଆସନ୍ତା ଡିସେମ୍ବର…
ତାଜା ଖବର ରାଜ୍ୟ ଆହୁରି ସଶକ୍ତ ହେବ ଓଡ଼ିଶା ଅଗ୍ନିଶମ ବାହିନୀ; ଫାୟାର୍ ଟିମକୁ ମିଳିବ ଡଗ୍ ସ୍କ୍ୱାଡ୍ December 28, 2024 Nirvay ଆହୁରି ସଶକ୍ତ ହେବ ଓଡ଼ିଶା ଅଗ୍ନିଶମ ବାହିନୀ । ଫଶି ରହିଥିବା ଲୋକଙ୍କୁ ଉଦ୍ଧାର କରିବା ହେବ ସହଜ । ଫାୟାର୍ ଟିମକୁ ମିଳିବ ଡଗ୍ ସ୍କ୍ୱାଡ୍ । ରାଜ୍ୟ ପୋଲିସର ଡଗ୍ ସ୍କ୍ୱାଡ୍ K-୯ ର ୧୦ଟି କୁକୁରଙ୍କୁ ସ୍ୱତନ୍ତ୍ର…
ତାଜା ଖବର ରାଜ୍ୟ ରାଜଧାନୀରେ ମାତିଛନ୍ତି ଭଣ୍ଡ ବାବା; ପୋଲିସ ଜିମା ଦେଲେ ଲୋକେ December 28, 2024 Nirvay ଶନିବାର ସକାଳୁ ଭୁବନେଶ୍ୱର, ମୈତ୍ରୀବିହାର ଅଞ୍ଚଳରେ ୪ ଜଣ ବ୍ୟକ୍ତି ବାବା ବେଶରେ ଘର ଘର ବୁଲି ଭିକ୍ଷା ମାଗୁଥିଲେ । ତେବେ ସେମାନଙ୍କ ବେଶ ପୋଷାକ,କଥାବାର୍ତ୍ତା ଓ ଚାଲିଚଳନରୁ ସ୍ଥାନୀୟ ଲୋକେ ସନ୍ଦେହ କରି ପୋଲିସକୁ ଖବର ଦେଇଥିଲେ ।…
ଦେଶ ରାଜନୀତି ପଞ୍ଚଭୂତରେ ବିଲୀନ ଡଃ ମନମୋହନ ସିଂ; ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ December 28, 2024 Nirvay ପଞ୍ଚଭୂତରେ ବିଲୀନ ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ । ମନମୋହନ ସିଂଙ୍କ ଅନ୍ତିମ ସଂସ୍କାର ଶନିବାର ଦିନ ଦିଲ୍ଲୀର ନିଗମବୋଧ ଘାଟରେ ଶୋକାକୂଳ ପରିବେଶରେ ଶନିବାର ମଧ୍ୟାହ୍ନରେ ସମ୍ପନ୍ନ ହୋଇଛି । ୩ ସେନାଙ୍କ ପକ୍ଷରୁ ମନମୋହନଙ୍କୁ ସଲାମି ଦିଆଯାଇଥିଲା…
ରାଜନୀତି ରାଜ୍ୟ ହାତାହାତି ପରେ ପ୍ୟାଚ ପକେଇବାକୁ ଚେଷ୍ଟା କଲେ ଦୁଇ ବିଜେଡି ନେତ୍ରୀ December 27, 2024 Nirvay ଗତକାଲି ଶଙ୍ଖଭବନ ହାଇଡ୍ରାମା ଆଜି ନୂଆ ମୋଡ଼ ନେଇଛି । ଶଙ୍ଖ ଭବନରେ ଘଟିଥିବା ମାଡ଼ ଘଟଣାକୁ ନେଇ ଭୁବନେଶ୍ୱର ଜୋନ ମହିଳା ବିଜେଡି କାର୍ଯ୍ୟକାରୀ ସଭାନେତ୍ରୀ ପୁଷ୍ପାଞ୍ଜଳି ରଣା ସକାଳେ କହିଥିଲେ ଯେ ଇପ୍ସିତା ଆଉ କିଛି ଦଳୀୟ ବନ୍ଧୁଙ୍କ…
ରାଜନୀତି ରାଜ୍ୟ ଦରଦାମ ବୃଦ୍ଧି ବିରୋଧରେ ଜାନୁଆରୀ ୬ ତାରିଖରେ ଗଣବିକ୍ଷୋଭକୁ ସଫଳ କରିବା ପାଇଁ ବିଜେଡିର ପ୍ରସ୍ତୁତି ବୈଠକ December 27, 2024 Nirvay ରାଜ୍ୟରେ ଅତ୍ୟାବଶକୀୟ ଜିନିଷର ଦରଦାମ ବୃଦ୍ଧି ବିରୋଧରେ ବିଜୁ ଜନତା ଦଳ ତରଫରୁ ଆସନ୍ତା ଜାନୁଆରୀ ୬ ତାରିଖରେ ହେବାକୁ ଥିବା ଗଣବିକ୍ଷୋଭକୁ ସଫଳ କରିବା ପାଇଁ ଆଜି ଶଙ୍ଖ ଭବନ ଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା ।…