Sankha Bhavan Protest: ଶଙ୍ଖଭବନ ଘେରିଲେ ଅରବିନ୍ଦ ମହାପାତ୍ରଙ୍କ ଶହ ଶହ ସମର୍ଥକ

ଶଙ୍ଖଭବନ ଆଗରେ ଅରବିନ୍ଦ ମହାପାତ୍ରଙ୍କ ସମର୍ଥକଙ୍କ ମେଳି ।ବିରାଟ ପଟୁଆରରେ ପାଟକୁରାରୁ ଆସିଛନ୍ତି ଅରବିନ୍ଦଙ୍କ ଶହ ଶହ ସମର୍ଥକ । ବିଜେଡିରୁ ଅରବିନ୍ଦଙ୍କ ନିଲମ୍ବନକୁ ବିରୋଧ କରି ସମର୍ଥକଙ୍କ ମେଳି ଦେଖିବାକୁ ମିଳିଛି । ନେତାଙ୍କୁ ନ୍ୟାୟ ଦେବାକୁ ଅରବିନ୍ଦଙ୍କ ଶତାଧିକ…

Ama Bus Accident In Bhubaneswar: ଜନପଥରେ ବାଇକ୍‌କୁ ଧକ୍କା ଦେଲା ଆମ ବସ୍‌; ଭାଙ୍ଗିଲେ ଦେଲେ ୩ଟି ଆମ ବସ୍

ପୁଣି ଥରେ ରାଜଧାନୀରେ ଆମ ବସ୍ ଆତଙ୍କ ଦେଖାଦେଇଛି । ଜନପଥ ରାସ୍ତାରେ ଏକ ବାଇକୁ ଆମ ବସ୍ ଧକ୍କା ଦେବା ପରେ ଲୋକେ ତାତିଛନ୍ତି । ଫଳରେ ୩ଟା ଆମ ବସ୍ ଭାଙ୍ଗିଦେଲେ ଉତ୍ତ୍ୟକ୍ତ ଲୋକେ । ଦୁର୍ଘଟଣା ଘଟାଇଥିବା…

Arvind Mohapatra Suspension: ନବୀନଙ୍କୁ ଚାଲେଞ୍ଜ କଲେ, ବିତର୍କର ଆହ୍ୱାନ ଦେଲେ ଅରବିନ୍ଦ

ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ର ଙ୍କୁ ଦଳରୁ ନିଲମ୍ବନ କରିବା ବିଜୁ ଜନତା ଦଳ ସଭାପତି ନବୀନ ପଟନାୟକଙ୍କ ପାଇଁ ବଡ଼ ଅଡୁଆ ପରିସ୍ଥିତି ସୃଷ୍ଟି କରି ସାରିଲାଣି । ୨୪ ବର୍ଷର ଶାସନ ସମୟରେ ସେ ଅନେକ ନେତାଙ୍କୁ ଦଳରୁ…

Mahanadi Water Issue: ମହାନଦୀ ସମସ୍ୟା ପାଇଁ ବିଜେଡି ଦାୟୀ: ସୁରେଶ ପୂଜାରୀ

ମହାନଦୀ ପ୍ରସଙ୍ଗରେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକ ଶେଷ ହୋଇଛି । ବୈଠକ ପରେ ବିଜେଡ଼ିରେ ଉପରେ ବର୍ଷିଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ମହାନଦୀ ବିବାଦ ପାଇଁ…

Rajya Sabha Election: ରାଜ୍ୟସଭା ନିର୍ବାଚନରେ ପ୍ରାର୍ଥୀ ଦେବ କଂଗ୍ରେସ

ରାଜ୍ୟସଭା ନିର୍ବାଚନରେ ପ୍ରାର୍ଥୀ ଦେବ କଂଗ୍ରେସ । ଏ ନେଇ ଆଜି ସୂଚନା ଦେଇଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ । ସେ କହିଛନ୍ତି ରାଜ୍ୟସଭା ନିର୍ବାଚନରେ ହାର୍‌ ଜିତ୍‌କୁ ଭୟ ନାହିଁ । ରାଜ୍ୟସଭା ନିର୍ବାଚନରେ ପ୍ରାର୍ଥୀ ଦେବୁ…

Journalist Sheela Pattnaik: ଯୁବ ସାମ୍ବାଦିକା ଶିଲା ପଟ୍ଟନାୟକଙ୍କ ମୃତ୍ୟୁ ଘଟଣାରେ ପରିବାରକୁ ୪ ଲକ୍ଷ ଆର୍ଥିକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଜଣାଶୁଣା ସାମ୍ବାଦିକା ଶିଲା ପଟ୍ଟନାୟକଙ୍କ ଦୁର୍ଘଟଣା ଜନିତ ପ୍ରାଣହାନି ଘଟଣାରେ ତାଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ (CMO) ଦ୍ୱାରା ଜାରି ଏକ ବିବୃତ୍ତିରେ ଏହି ଦୁଃଖଦ ଘଟଣା…

Vice President In Odisha: ଓଡ଼ିଶାରେ ଉପରାଷ୍ଟ୍ରପତି ସି.ପି ରାଧାକ୍ରିଷ୍ଣନ୍

ଓଡ଼ିଶାରେ ଉପରାଷ୍ଟ୍ରପତି ସି.ପି ରାଧାକ୍ରିଷ୍ଣନ୍ । ନିର୍ଦ୍ଧାରିତ ସମୟର ୨୫ ମିନିଟ ପୂର୍ବରୁ ଭୁବନେଶ୍ବରରେ ପହଞ୍ଚିଥିଲେ ଉପରାଷ୍ଟ୍ରପତି। ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ସିଧାସଳଖ କଟକ ଯାଇଛନ୍ତି । ନେତାଜୀଙ୍କ ୧୨୯ ତମ ଜୟନ୍ତୀ ଅବସରରେ ବାସଭବନରେ ଆୟୋଜିତ କାର୍ଯ୍ୟକ୍ରମରେ…

Saraswati Puja: ଆଜି ପବିତ୍ର ଶ୍ରୀ ପଞ୍ଚମୀ; ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ପବିତ୍ର ଶ୍ରୀ ପଞ୍ଚମୀ। ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ । ମାଘ ମାସ ଶୁକ୍ଳ ପକ୍ଷ ପଞ୍ଚମୀ ତିଥିରେ ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀଙ୍କ ପୂଜା ହୋଇଥାଏ। ସମସ୍ତ ଶିକ୍ଷାନୁଷ୍ଠାନରେ ଛାତ୍ରଛାତ୍ରୀଙ୍କ ଭକ୍ତିପୂତ ପୂଜାର୍ଚ୍ଚନା କରାଯାଉଥିବା ଦେଖିବାକୁ ମିଳିଛି।…

Jharkhand Encounter: ଝାଡ଼ଖଣ୍ଡରେ ଏନକାଉଣ୍ଟର; ୧୫ ମାଓବାଦୀ ନିପାତ

ମାଓ ଦମନ ନେଇ ବଡ଼ ଅଭିଯାନ । ସୁନ୍ଦରଗଡ ଜିଲ୍ଲା ସୀମାନ୍ତରେ ଥିବା ଝାଡ଼ଖଣ୍ଡ ରାଜ୍ୟର ସରଣ୍ଡା ଜଙ୍ଗଲରେ ହୋଇଥିବା ଏନକାଉଣ୍ଟରରେ ଆଜି ସୁରକ୍ଷାବାହିନୀଙ୍କ ଦ୍ୱାରା ୧୫ ଜଣ ନକ୍ସଲ ନିହତ ହୋଇଛନ୍ତି । ନିପାତ ମାଓବାଦୀଙ୍କ ମଧ୍ୟରୁ ଜଣେ ଦୁର୍ଦ୍ଦାନ୍ତ…

Naveen Chairs BJD PAC Meeting: ନବୀନ ନିବାସରେ ସରିଲା ବିଜେଡି ରାଜନୈତିକ ବ୍ୟାପାର କମିଟିର ଷଷ୍ଠ ବୈଠକ

ଆଜି ବିଜୁ ଜନତା ଦଳର ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଷଷ୍ଠ ବିଜୁ ଜନତା ଦଳ ରାଜନୈତିକ ବ୍ୟାପାର କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ ନବୀନ ନିବାସରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ୬ଟି ଗୁରୁତ୍ୱପୂର୍ଣ୍ଣ…