ପାରା ବ୍ୟାଡମିଣ୍ଟନ ଖେଳାଳୀ ପ୍ରମୋଦ ଭଗତ ନିଲମ୍ବିତ ହୋଇଛନ୍ତି । ୧୮ ମାସ ପାଇଁ ପ୍ରମୋଦ ନିଲମ୍ବିତ କରିଛି ବିଶ୍ବ ବ୍ୟାଡମିଣ୍ଟନ ଫେଡେରେସନ। ଡୋପିଂ ନିରୋଧୀ ନିୟମ ଉଲ୍ଲଂଘନ ଅଭିଯୋଗରେ ନିଲମ୍ବିତ କରାଯାଇଛି । ୨୦୨୪ ପ୍ୟାରିସ ପାରା ଅଲିମ୍ପିକ୍ସରେ ପ୍ରମୋଦ ଭାଗ ନେଇପାରିବେନି । ୨୦୨୦ ଟୋକିଓ ପାରା ଅଲିମ୍ପିକ୍ସରେ ସ୍ବର୍ଣ୍ଣ ଜିତି ଦେଶ ପାଇଁ ଗୌରବ ଆଣିଥିଲେ ପ୍ରମୋଦ ।

By Nirvay

Leave a Reply

Your email address will not be published. Required fields are marked *