ନୟାଗଡ଼: ବହୁଚର୍ଚ୍ଚିତ ନୟାଗଡ଼ ପରୀ ହତ୍ୟାକାଣ୍ଡ ଘଟଣାରେ ଆସିଲା ଚୂଡାନ୍ତ ରାୟ । ନୟାଗଡ଼ ଚିଲଡ୍ରେନ୍ କୋର୍ଟ ରାୟ ଶୁଣାଇଲେ । ଏଥିପାଇଁ ରାଉରକେଲା ବାଳ ସ୍ୱଧାର ଗୃହରୁ ଅଭିଯୁକ୍ତକୁ ନୟାଗଡ଼ ଚିଲଡ୍ରେନ୍ କୋର୍ଟକୁ ଅଣାଯାଇଥିଲା । ଗତ ଜାନୁଆରୀ ୩୦ ତାରିଖରେ ଶୁଣାଣି ଶେଷ ହେବା ପରେ ରାୟ ସଂରକ୍ଷିତ କରିଥିଲେ କୋର୍ଟ । ପରୀ ହତ୍ୟାକାଣ୍ଡ ଘଟଣାରେ ଗଠିତ ଏସଆଇଟି ଗତ ୨୦ ଡିସେମ୍ବର ୨୦୨୦ରେ ଅଭିଯୁକ୍ତ ସରୋଜ ସେଠୀକୁ ଗିରଫ କରିଥିଲା । ଆଜି ମାମଲର ଶୁଣାଣୀ ହୋଇଛି। ୨୦ ବର୍ଷ ପର୍ଯ୍ୟନ୍ତ ସଶ୍ରମ କାରାଦଣ୍ଡ।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *