ଉଚ୍ଚ ମାଧ୍ୟମିକ ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ଫଳ ଆସନ୍ତା ୨୦ ତାରିଖରେ ପ୍ରକାଶ ପାଇବ । ଏ ନେଇ ଆଜି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଚଳିତ ଥର ଫେବୃୟାରୀ ୧୮ରୁ ମାର୍ଚ୍ଚ ୨୮ ଯାଏ ଅନୁଷ୍ଠିତ ହୋଇଥିଲା ଯୁକ୍ତ ୨ ପରୀକ୍ଷା ।

 

Leave a Reply

Your email address will not be published. Required fields are marked *