ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଗଣନା ଜାରି ରହିଛି । ଉତ୍ତରପ୍ରଦେଶର ବାରାଣସୀ ଲୋକସଭା ଆସନରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଗୁଆ ଅଛନ୍ତି। ସେହିପରି ଅମିତ ଶାହ ଗାନ୍ଧିନଗର ଲୋକସଭା ଆସନରୁ ୭୩୧୧ ଭୋଟ୍‌ରେ ଆଗୁଆ ଅଛନ୍ତି।

ସେହିପରି ସ୍ମୃତି ଇରାନୀ ଉତ୍ତରପ୍ରଦେଶର ଅମେଠି ଆସନରେ ଆଗୁଆ ଅଛନ୍ତି। ସେ ୩୦୦୦ ଭୋଟ୍‌ରେ ଆଗୁଆ ଅଛନ୍ତି। ଲକ୍ଷ୍ନୌ ଲୋକସଭା ଆସନରେ ମଧ୍ୟ ଢ଼େର ଆଗରେ ଅଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ। ୪୭୫ ଭୋଟ୍‌ରେ ରାଜନାଥ ସିଂହ ଆଗୁଆ ଅଛନ୍ତି।

By SonaliP

Leave a Reply

Your email address will not be published. Required fields are marked *