ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଜାନୁଆରୀ ୮ ତାରିଖ ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ପହଞ୍ଚି ରାଜଭବନ ଯାଇ ରାତ୍ରିଯାପନ କରିବେ । ୯ ତାରିଖ ଜନତା ମଇଦାନରେ ଅନୁଷ୍ଠିତ ପ୍ରବାସୀ ଭାରତୀୟ ସମ୍ମିଳନୀ କାର୍ଯ୍ୟକ୍ରମରେ ଯୋଗଦେବେ । ଦିନ ୧୦ଟାରୁ ୧୧ଟା ୩୦ ପର୍ୟ୍ୟନ୍ତ ପ୍ରବାସୀ ଭାରତୀୟଙ୍କ ସହ ସମୟ ବିତାଇବେ ନରେନ୍ଦ୍ର ମୋଦି । ୨୦୨୫ ଜାନୁଆରୀ ୮ରୁ ୧୦ ତାରିଖ ଯାଏ ସ୍ଥାନୀୟ ଜନତା ମଇଦାନରେ ପ୍ରବାସୀ ଭାରତୀୟ ଦିବସ ସମାରୋହ ଅନୁଷ୍ଠିତ ହେବ । ପ୍ରବାସୀ ଭାରତୀୟ ଦିବସରେ ପ୍ରାୟ ୫୦୦୦ ରୁ ଉର୍ଦ୍ଧ ପ୍ରବାସୀ ଭାରତୀୟ ଆସିବା ନେଇ ସୂଚନା ମିଳିଛି । Post navigation ଜଗତସିଂହପୁରରେ ଭୟଙ୍କର ବେଆଇନ ବାଣ ବିସ୍ଫୋରଣରେ ୨ ମୃତ, ୨ ଗୁରୁତର ଜାନୁୟାରୀ ୧୫ ପରେ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ମିଳିବା ନେଇ ଉପ ମୁଖ୍ୟମନ୍ତ୍ରୀଙ୍କ ସୂଚନା