pm-modi-to-take-holy-dip-at-triveni-sangam in maha kumbh

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ପ୍ରୟାଗରାଜ ମହାକୁମ୍ଭରେ ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇବେ । ସୂତ୍ର ଅନୁଯାୟୀ କୁହାଯାଉଛି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରୟାଗରାଜ ଗସ୍ତ ଦିଲ୍ଲୀ ବିଧାନସଭା ନିର୍ବାଚନ ଦିନ ହେବ ।

ପ୍ରଧାନମନ୍ତ୍ରୀ ମୋଦି କାଲି ଦିନ ୧୧ ଟାରେ ମହାକୁମ୍ଭରେ ସ୍ନାନ କରିବେ ଏବଂ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରିବେ । ସ୍ନାନ ପରେ ପ୍ରଧାନମନ୍ତ୍ରୀ ବାୟୁସେନା ବିମାନ ଯୋଗେ ସିଧାସଳଖ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ।

By Nirvay

Leave a Reply

Your email address will not be published. Required fields are marked *