ମାର୍ଚ୍ଚ ୫ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ । ପ୍ରଥମେ ସେ ପୁରୀ ଯାଇ ଜଗନ୍ନାଥ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଥିବାବେଳେ ପରେ ଚଣ୍ଡିଖୋଲରେ ସାଧାରଣ ସଭାକୁ ସମ୍ବୋଧନ କରିବେ ।

ସୂଚନା ଥାଉକି, ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଫେବ୍ରୁଆରୀ ୩ରେ ଓଡ଼ିଶା ଗସ୍ତ କରିଥିଲେ । ଏହି ଅବସରରେ ସେ ସମ୍ବଲପୁର ଆଇଆଇଏମର ସ୍ଥାୟୀ କ୍ୟାମ୍ପସ ଉଦ୍‌ଘାଟନ କରିବା ସହ ରେମେଡ ପଡ଼ିଆରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିଥିଲେ। ତେବେ ମୋଦୀଙ୍କ ପରେ ଆହୁରି ଆଗକୁ ବିଜେପିର ବହୁ ଶୀର୍ଷ ନେତୃତ୍ୱ ଓ ପଦାଧିକାରୀ ବ୍ୟକ୍ତି ଓଡ଼ିଶା ଆସିବା ନେଇ ସୂଚନା ରହିଛି।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *