ଭୁବନେଶ୍ବର: ଫେବୃଆରୀ ୩ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହା ମୋଦିଙ୍କ ଦିନିକିଆ ଓଡ଼ିଶା ଗସ୍ତ । IIM ସମ୍ବଲପୁରର ସ୍ଥାୟୀ କ୍ୟାମ୍ପସ ଉଦଘାଟନ ଲାଗି ମୋଦି ଓଡିଶା ଆସିବାର କାର୍ଯ୍ୟକ୍ରମ ଥିବା ନେଇ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି ।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *