ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ (OERC) ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଦୀପ ଜେନା । ବ୍ୟକ୍ତିଗତ କାରଣ ଦର୍ଶାଇ ଇସ୍ତଫା ଦେଇଥିବା ଜଣାପଡ଼ିଛି। ଅତିରିକ୍ତ ମୁଖ୍ୟ ସଚିବ ବିଶାଲ କୁମାର ଦେବଙ୍କ ସ୍ୱାକ୍ଷରିତ ନିର୍ଦ୍ଦେଶରେ ରାଜ୍ୟପାଳଙ୍କ ଦ୍ୱାରା ଇସ୍ତଫା ଗ୍ରହଣ କରାଯାଇଥିବା ନିଶ୍ଚିତ କରାଯାଇଛି।

Leave a Reply

Your email address will not be published. Required fields are marked *