ଭୁବନେଶ୍ୱର: ନୂଆଦିଲ୍ଲୀ ଗଣତନ୍ତ୍ର ଦିବସରେ ସ୍ଥାନ ପାଇବ ଓଡ଼ିଶା ପ୍ରଜ୍ଞାପନ ମେଢ଼ । ଓଡ଼ିଶାର ପ୍ରଜ୍ଞାପନ ମେଢ଼ ମଡେଲ ମନୋନୀତ ହୋଇଥିବା ସୂଚନା । ଏନେଇ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ପ୍ରତିରକ୍ଷା ମନ୍ତ୍ରାଳୟର ଚିଠି । ୧୬ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ମଡେଲ ଚୂଡ଼ାନ୍ତ ନେଇ ଚିଠି । ମଡେଲ ମନୋନୀତ ସହ, ଏ ସଂପର୍କୀତ ଗାଇଡଲାଇନ ନେଇ ହୋଇଛି ଚିଠି । ଚଳିତ ବର୍ଷ ଓଡ଼ିଶା ପକ୍ଷରୁ ରଘୁରାଜପୁର ଶିଳ୍ପୀଗ୍ରାମ ମଡେଲ ପଠାଯାଇଥିଲା । ବିଶ୍ୱ ପ୍ରସିଦ୍ଧ ରଘୁରାଜପୁର ଶିଳ୍ପୀଗ୍ରାମ ଓ ମହିଳା ସଶକ୍ତୀକରଣ ମଡେଲ ପଠାଯାଇଥିଲା ।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *