ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କଲେ ପ୍ରଣବ ପ୍ରକାଶ ଦାସ । ସମ୍ବଲପୁର ଲୋକସଭା ପ୍ରାର୍ଥୀ ହେବା ପରେ ସେ ଆଜି ସକାଳୁ ଶ୍ରୀମନ୍ଦିରରେ ପହଂଚି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ସମ୍ବଲପୁରରେ ଏଥର ହାଇଭୋଲଟେଜ୍ ଲଢ଼େଇ ହେବାର ସମ୍ଭାବନା ରହିଛି । ବିଜେଡି ପ୍ରଣବ ପ୍ରକାଶକୁ ସମ୍ବଲପୁରରୁ ପ୍ରାର୍ଥୀ କରିଥିବା ବେଳେ ବିଜେପି ଧର୍ମେନ୍ଦ୍ରଙ୍କୁ ସମ୍ବଲପୁରରୁ ପ୍ରାର୍ଥୀ କରିଛି ।

ପ୍ରଣବ ପ୍ରକାଶଙ୍କ ସହ ବିଜେଡିର ପୁରୀ ବିଧାନସଭା ପ୍ରାର୍ଥୀ ସୁନୀଲ ମହାନ୍ତି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *