ଭୁବନେଶ୍ୱର: ବିଜୁ ଜନତା ଦଳର ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ସ୍ୱାସ୍ଥ୍ୟବସ୍ଥା ଲକ୍ଷ୍ୟ କରି ଖୁବ ଶୀଘ୍ର ତାଙ୍କୁ ସମ୍ୱଲପୁରରୁ ଭୁବନେଶ୍ୱରକୁ ଏୟାରଲିଫ୍ଟ କରାଯିବ । ବର୍ତ୍ତମାନ ସମ୍ୱଲପୁରରେ ତାଙ୍କର ଚିକିତ୍ସା ଚାଲିଥିବା ସମୟରେ ଉନ୍ନତମାନର ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ୱରକୁ ଅଣାଯାଉଛି ।

ବରିଷ୍ଠ ବିଜେଡି ନେତା ତଥା ବିଜୁ ଜନତା ଦଳର ଉପସଭାପତି ପ୍ରସନ୍ନ ଆଚାର୍ଯ୍ୟଙ୍କ ଦୁର୍ଘଟଣା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *