ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର ପୁରୀ । ଆଜି ରଥଯାତ୍ରାରେ ସାମିଲ ହୋଇ ମହାବାହୁଙ୍କ ଆଶୀର୍ବାଦ ନେଇଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ତାଙ୍କ ସହ ଅଛନ୍ତି ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିସହ ତିନି ଠାକୁରଙ୍କୁ ରଥରେ ଦେଖି ଭାବବିହ୍ୱଳ ଶ୍ରଦ୍ଧାଳୁ। ଭିଜିଲା ଭକ୍ତଙ୍କ ଆଖି।

Leave a Reply

Your email address will not be published. Required fields are marked *