ଦୁଇ ଦିନିଆ ଓଡ଼ିଶା ଗସ୍ତରେ ମହାମହିମ ଦ୍ରୌପଦୀ ମୁର୍ମୁ । ଆଜି ଅପରାହ୍ନ ୩ଟା ୪୫ରେ ଦାଣ୍ଡବୋଷ ଏୟାରଷ୍ଟ୍ରିପରେ ପହଞ୍ଚିବେ ରାଷ୍ଟ୍ରପତି। ଏହାପରେ ସଂଧ୍ୟାରେ ରାଇରଙ୍ଗପୁରରେ ଏମ୍ସ ସାଟେଲାଇଟ୍ ସେଣ୍ଟର ଉଦଘାଟନ କାର୍ଯ୍ୟକ୍ରମ ରହିଛି। ଆସନ୍ତାକାଲି ସକାଳ ୧୦ଟାରେ ଶାଶୂଘର ଗାଁ ପାହାଡ଼ପୁର ଯିବାର କାର୍ଯ୍ୟକ୍ରମ ରହିଛି।

Leave a Reply

Your email address will not be published. Required fields are marked *