president, pm extend-greetings to people on ratha Jatra
ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ପବିତ୍ର ରଥଯାତ୍ରା ଉପଲକ୍ଷେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
ଏହି ଅବସରରେ ରାଷ୍ଟ୍ରପତି କହିଛନ୍ତି, ଶ୍ରୀଜିଉମାନଙ୍କ ମାନବୀୟ ଲୀଳା ହିଁ ରଥଯାତ୍ରାର ବିଶେଷତ୍ୱ ।
 
ସେଇଭଳି ପବିତ୍ର ଘୋଷଯାତ୍ରା ଅବସରରେ ରାଜ୍ୟପାଳ ଡଃ ହରିବାବୁ କମ୍ଭାମପତି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବହୁ ନେତା ଓ ମନ୍ତ୍ରୀ ଦେଶବାସୀଙ୍କୁ ରଥଯାତ୍ରାର ଶୁଭେଚ୍ଛା ଜଣାଇଛନ୍ତି ।
 
ସେପଟେ ରତ୍ନ ସିଂହାସନ ଛାଡି ବଡଦାଣ୍ଡକୁ ଓହ୍ଲାଇ ଆସି ରଥାରୂଢ ହୋଇଛନ୍ତି ଚତୁର୍ଦ୍ଧା ମୂର୍ତ୍ତି ।

By Nirvay

Leave a Reply

Your email address will not be published. Required fields are marked *