ବାଲିଅନ୍ତା ସୌମ୍ୟ ରଞ୍ଜନ ସ୍ୱାଇଁ ହତ୍ୟା ଘଟଣା ଆଉ ଜଣେ ଗିରଫ। ଗିରଫ ଅଭିଯୁକ୍ତ ହେଲେ ବାଲିଅନ୍ତା ଥାନା ବେଣୁପୁର ଗାଁର ପ୍ରଦୀପ ମଙ୍ଗରାଜ। ଢେଙ୍କାନାଳରୁ ପ୍ରଦୀପକୁ ଗିରଫ କଲା କ୍ରାଇମବ୍ରାଞ୍ଚ । ଏହାପରେ ସୌମ୍ୟ ହତ୍ୟା ମାମଲାରେ ଗିରଫ ଅଭିଯୁକ୍ତଙ୍କ ସଂଖ୍ୟା ୧୮ ରେ ପହଞ୍ଚିଛି ।

Leave a Reply

Your email address will not be published. Required fields are marked *