ଆଜିଠୁ ତିନି ଦିନିଆ ଆମେରିକା ଗସ୍ତରେ ଯାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେଠାରେ ବାର୍ଷିକ ‘କ୍ୱାଡ’ ଶିଖର ସମ୍ମିଳନୀରେ ଯୋଗଦେବେ ଏବଂ ମିଳିତ ଜାତିସଂଘ ସାଧାରଣ ସଭାରେ ‘ସମିଟ୍‌ ଅଫ୍‌ ଦ ଫ୍ୟୁଚର୍‌’କୁ ସମ୍ବୋଧିତ କରିବେ ମୁଖ୍ୟମନ୍ତ୍ରୀ। ବିଶ୍ବର ମଙ୍ଗଳ ପାଇଁ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ କ୍ଷେତ୍ର ଉପରେ ହେବ ମାନସମନ୍ଥନ ।

ମୋଦି ନିଜ ଗସ୍ତ ସମୟରେ ନ୍ୟୁୟର୍କରେ ଥିବା ମିଳିତ ଜାତିସଂଘର ସାଧାରଣ ମହାସଭାକୁ ମଧ୍ୟ ସମ୍ବୋଧିତ କରିବେ। ତେବେ ଏହି ଗସ୍ତ ପୂର୍ବରୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଅୟୋଜନ କରୁଥିବା କ୍ୱାଡ୍‌ ସମ୍ମିଳନୀରେ ଭାଗ ନେବାକୁ ଯାଉଥିବା ନେଇ ମୋଦି କହିଛନ୍ତି।

 

Leave a Reply

Your email address will not be published. Required fields are marked *