ରାଜ୍ୟ ଘରୋଇ ବସ ମାଲିକ ସଂଘର ବଡ଼ ଘୋଷଣା । ଆସନ୍ତାକାଲିଠାରୁ ସାରା ରାଜ୍ୟରେ ସ୍ୱାଭାବିକ ଭାବେ ଗଡ଼ିବ ସବୁ ଘରୋଇ ବସ । ଡ୍ରାଇଭର ସଂଘର ଆନ୍ଦୋଳନ ଜାରି ରହିଥିବା ବେଳେ ବସ୍କୁ ସୁରକ୍ଷା ଯୋଗାଇବେ ରାଜ୍ୟ ସରକାର । ଏନେଇ ସାମ୍ବାଦିକ ସମ୍ମିଳନୀ କରି ଘରୋଇ ବସ୍ ମାଲିକ ସଂଘର ସଭାପତି ଲୋକନାଥ ପାଣି ଓ ସମ୍ପାଦକ ଦେବେନ୍ଦ୍ର ସାହୁ ସୂଚନା ଦେଇଛନ୍ତି । ଯାତ୍ରୀଙ୍କ ଯାତାୟାତ ବାଧାପ୍ରାପ୍ତ ହୋଇଥିବାରୁ ବସ୍ ମାଲିକ ସଂଘ ଏଭଳି ନିଷ୍ପତି ନେଇଥିବା ଜଣାପଡିଛି । Post navigation ଡ୍ରାଇଭର ମହାସଂଘର ଆନ୍ଦୋଳନକୁ ସହଯୋଗ କରିବା ପାଇଁ ପିସିସି ସଭାପତିଙ୍କ ନିବେଦନ