ନାମାଙ୍କନ ଭରିଲେ ବିଜେପି ବିଧାୟକ ପ୍ରାର୍ଥୀ ପ୍ରିୟଦର୍ଶୀ ମିଶ୍ର। ସେ ଆଜି ଭୁବନେଶ୍ୱର ଉତ୍ତର ଆସନ ଲାଗି ପ୍ରାଥୀପତ୍ର ଦାଖଲ କରିଛନ୍ତି । ସେ ପ୍ରଥମେ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରି ନନ୍ଦନକାନନ ଛକରୁ ଶତାଧିକ କର୍ମୀଙ୍କ ସହ ବିଶାଳ ଶୋଭାଯାତ୍ରାରେ ଯାଇ ଭୁବନେଶ୍ୱର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ।ପ୍ରିୟଦର୍ଶୀ ମିଶ୍ର କିଛିଦିନ ପୂର୍ବରୁ ବିଜେଡି ଛାଡି ବିଜେପିରେ ମିଶିଥିଲେ ।

 

By SonaliP

Leave a Reply

Your email address will not be published. Required fields are marked *