priyanka-gandhi slams-bjp-over-gopalpur-gang-rape case
ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମିରେ ଜଣେ ଯୁବତୀଙ୍କୁ ଗଣଦୁଷ୍କର୍ମ ହୋଇଥିବା ଘଟଣା ରାଜ୍ୟରୁ ଯାଇ ଦିଲ୍ଲୀରେ ପହଞ୍ଚିଲାଣି ।
 
ଏହି ଘଟଣାରେ କଂଗ୍ରେସ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଟ୍ୱିଟ କରି ରାଜ୍ୟ ବିଜେପି ସରକାରଙ୍କୁ କଡା ସମାଲୋଚନା କରିଛନ୍ତି । ରାଜ୍ୟରେ ପ୍ରତିଦିନ ମହିଳାଙ୍କ ପ୍ରତି ହିଂସା ବୃଦ୍ଧି ପାଉଛି ବୋଲି ସେ ଅଭିଯୋଗ ଆଣିଛନ୍ତି ।
 
ଗୋପାଳପୁର ବେଳାଭୂମିରେ ମହିଳାଙ୍କୁ ଗଣଦୁଷ୍କର୍ମ କରିବା ଘଟଣା ଏବଂ ନାରୀ ସୁରକ୍ଷା ପ୍ରସଙ୍ଗରେ ଗତକାଲି କଂଗ୍ରେସ ରାଜ୍ୟ ପ୍ରଭାରୀ ଅଜୟ କୁମାର ଲୁଲୁଙ୍କ ନେତୃତ୍ୱରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସରକାରୀ ବାସଭାବନ ଘେରାଉ କରିଥିଲା ରାଜ୍ୟ କଂଗ୍ରେସ ।
 

By Nirvay

Leave a Reply

Your email address will not be published. Required fields are marked *