ପରିବର୍ତ୍ତନ ହେଲା ବନ୍ଦେ ଭାରତର ବନ୍ଦ ରହିବା ସାପ୍ତାହିକ ବନ୍ଦ ଦିବସ । ପୁରୀ-ରାଉରକେଲା-ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ ଏଣିକି ଶନିବାର ବଦଳରେ ମଙ୍ଗଳବାର ବନ୍ଦ ରହିବ । ଆସନ୍ତା ୭ ତାରିଖ ଶନିବାର ଠାରୁ ପ୍ରତି ଶନିବାର ପୁରୀ-ରାଉରକେଲା-ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ ଯାତ୍ରା କରିବ । ଏନେଇ ପୂର୍ବତଟ ରେଲୱେ ପକ୍ଷରୁ ସୂଚନା ଜାରି ହୋଇଛି । ଅଧିକ ଅପଡେଟ୍ ପାଇଁ, ଯାତ୍ରୀମାନେ ପୂର୍ବତଟ ରେଳବାଇର ୱେବସାଇଟ୍ ଦେଖିପାରିବେ । Post navigation ଦେବଗଡ଼କୁ ୨୦୫ କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପ ଭେଟି ଦେଲେ ମୁଖ୍ୟମନ୍ତ୍ରୀ କାଳବୈଶାଖୀ ବର୍ଷାରେ ଭିଜିଲା ଭୁବନେଶ୍ୱର; ଘର ଭୁଶୁଡ଼ି ଚାପି ହୋଇଗଲେ ୩ ଶ୍ରମିକ