ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଗୁରୁତ୍ବପୂର୍ଣ୍ଣ ବୈଠକ । ରତ୍ନଭଣ୍ଡାର ଖୋଲାଯିବା ସଂପର୍କରେ ତଦାରଖ କମିଟିର ବୈଠକ । ପୁନର୍ବାର କେବେ ରତ୍ନଭଣ୍ଡାର ଖୋଲାଯିବ ସେ ନେଇ ଆଲୋଚନା । ବୈଠକରେ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ, ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ ଉପସ୍ଥିତ ରହିଛନ୍ତି ।

Leave a Reply

Your email address will not be published. Required fields are marked *