ବିଜେଡି ଛାଡ଼ିଲେ ଖଲ୍ଲିକୋଟର ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ।ଦଳର ସଭାପତିଙ୍କ ନିକଟକୁ ଇସ୍ତଫା ପତ୍ର ପଠାଇଛନ୍ତି ପୂର୍ଣ୍ଣଚନ୍ଦ୍ର। ଇସ୍ତଫା ପତ୍ର ପଠାଇ ଦଳ ଛାଡିଛନ୍ତି। ସେ ୨୦୦୯ ଓ ୨୦୧୪ରେ ବିଜେଡିରୁ ଦୁଇଥର ଜିତିଥିଲେ। ୨୦୧୯ରେ ଦଳ ତାଙ୍କ ସ୍ଥାନରେ ସୂର୍ଯ୍ୟମଣି ବୈଦ୍ୟଙ୍କୁ ପ୍ରାର୍ଥୀ କରିଥିଲା ।

ପୂର୍ଣ୍ଣଚନ୍ଦ୍ର ସେଠୀ ଖୁବ ଶୀଘ୍ର ବିଜେପିରେ ଯୋଗ ଦେବେ ବୋଲି ସୂଚନା ମିଳିଛି ।

 

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *