ରାହୁଲ ନବୀନ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED)ର ନୂଆ ସ୍ବତନ୍ତ୍ର ନିର୍ଦ୍ଦେଶକ ଭାବେ ନିଯୁକ୍ତ ହୋଇଛନ୍ତି। ୧୯୯୩ ବ୍ୟାଚ ଆଇଆରଏସ ଅଫିସର ରାହୁଲ ନବୀନଙ୍କ ନିଯୁକ୍ତିକୁ କ୍ୟାବିନେଟ୍‌ କମିଟିର ମଞ୍ଜୁରୀ ମିଳିଛି। ସେ ଇଡିର କାର୍ଯ୍ୟକାରୀ ମୁଖ୍ୟ ଭାବେ କାମ କରୁଥିଲେ। ତାଙ୍କୁ କେନ୍ଦ୍ରସରକାର ପୂର୍ଣ୍ଣକାଳୀନ ଇଡି ନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରିଛନ୍ତି। ଏହି ପଦବୀରେ ସେ ଆସନ୍ତା ୨ ବର୍ଷ ପାଇଁ କାର୍ଯ୍ୟ କରିବେ। ଏ ନେଇ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି।

Leave a Reply

Your email address will not be published. Required fields are marked *