ଜୀବନ ଯୁଦ୍ଧରେ ହାରିଗଲେ ନର୍ସିଂ ଛାତ୍ରୀ । ନବରଙ୍ଗପୁର ଜିଲ୍ଲା, ରାଇଘରର ପୀଡ଼ିତା ନର୍ସିଂ ଛାତ୍ରୀଙ୍କର ଭୁବନେଶ୍ୱର ଏମ୍ସରେ ଆଜି ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି । କହିରଖୁଛୁ ଯେ, ଏହି ଯୁବତୀଙ୍କୁ ଜଣେ ଯୁବକ ଏକତରଫା ଭଲ ପାଉଥିଲା । ଏକତରଫା ଭଲ ପାଉଥିବା ଯୁବକ ଓ ଜଣେ ସିକ୍ୟୁରିଟି ଗାର୍ଡ ଝିଅଟିର ଫଟୋ ଭାଇରାଲ କରିଥିଲେ । ଫଟୋ ଭାଇରାଲ ପରେ ଯୁବତୀ ଜଣକ ବିଷ ପିଇଦେଇଥିଲେ । ଉଭୟ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି ସାରିଛି । Post navigation ଫୋଟୋରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଜୟପୁର ଗସ୍ତ ମୁଠି ଚାଉଳ ଆଉ ଏକ ଟଙ୍କା ସଂଗ୍ରହ କରି ଲଢ଼ିବେ ଆଦିବାସୀ: ଭକ୍ତ ଦାସ