ଡବଲ୍ ଲଘୁଚାପ ପ୍ରଭାବରେ ରାଜ୍ୟରେ ବଢ଼ିବ ବର୍ଷା। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପଶ୍ଚିମ ତତସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପକ୍ଷେତ୍ର ସୃଷ୍ଟି ହୋଇଛି । ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ୧୯ ବେଳକୁ ଆଉ ଗୋଟିଏ ଦାନା ବାନ୍ଧିବ । ଆଗାମୀ ୫-୭ ଦିନ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବନୁମାନ କରିଛି। ଏହି ଦୁଇ ଲଘୁଚାପ ପ୍ରଭାବରେ ୨୧ ତାରିଖ ଯାଏ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରିଛନ୍ତି ।

Leave a Reply

Your email address will not be published. Required fields are marked *