ପୁରୀର ଥାଟରାଜା ରଣାର୍ଣ୍ଣବ ଦେବଙ୍କ ଦେହାନ୍ତ। ଗଜପତି ମହାରାଜାଙ୍କ ଭାଇ ଥାଟରାଜା ରଣାର୍ଣ୍ଣବ ଦେବଙ୍କ ପରଲୋକ ।୬୭ ବର୍ଷ ବୟସରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ବିଳମ୍ବିତ ରାତିରେ ହୃଦଘାତରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଛି । ରାଜକୀୟ ପରମ୍ପରା ଅନୁଯାୟୀ କରାଯିବ ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ଜଣାପଡିଛି।

 

 

 

Leave a Reply

Your email address will not be published. Required fields are marked *