e-KYC
ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଯୋଗାଣ ମନ୍ତ୍ରୀଙ୍କ ବଡ ସୂଚନା । ଆଜି ଇ-କେଓ୍ବାଇସି ଯାଞ୍ଚ କରିବାର ଶେଷ ତାରିଖ ରହିଛି ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି ।
 
ଯେଉଁ ହିତାଧିକାରୀ e-KYC କରି ନାହାନ୍ତି, ଆଜି କରି ଦିଅନ୍ତୁ । ଆଉ ଯେଉଁମାନେ ଆଜି e-KYC ନକରିବେ ୩ ମାସ କାର୍ଡ ସସ୍‌ପେଣ୍ଡ୍‌ ହେବ । ୩ ମାସ ଭିତରେ ଇ-କେଓ୍ବାଇସି କଲେ କାର୍ଡ ପୁନଃ ସଚଳ ହେବ । ନଚେତ୍ କାର୍ଡ କଟିଯିବ ବୋଲି ଯୋଗାଣ ମନ୍ତ୍ରୀ କହିଛନ୍ତି ।
 
ଏଯାବତ୍ ୨୦ ଲକ୍ଷ ୫୮ ହଜାର ଲୋକ ଇ-କେଓ୍ବାଇସି କରି ନ ଥିବା ଯୋଗାଣ ମନ୍ତ୍ରୀ କହିଛନ୍ତି ।

By Nirvay

Leave a Reply

Your email address will not be published. Required fields are marked *