ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ନେଇ ଆସିଲା ବଡ଼ ଖବର। ଜୁଲାଇ ୮ରେ ଖୋଲିବ ରତ୍ନଭଣ୍ଡାର। ଏ ନେଇ ଏଏସ୍‌ଆଇ ସୁପରିଟେଣ୍ଡେଣ୍ଟ ଡି.ବି. ଗଡନାୟକ ସୂଚନା ଦେଇଛନ୍ତି। ତେବେ ରତ୍ନଭଣ୍ଡାର ବାହାର ପାର୍ଶ୍ୱ କାନ୍ଥ ଲେଜର ସ୍କାନିଂ କରାଯାଇଛି। ଅନୁଧ୍ୟାନ ପରେ ରତ୍ନଭଣ୍ଡାର ମରାମତି କରାଯିବ।

Leave a Reply

Your email address will not be published. Required fields are marked *