ଭଗବାନ ବିର୍ସା ମୁଣ୍ଡା ଜୟନ୍ତୀ ଉପଲକ୍ଷେ ମୟୂରଭଞ୍ଜ ଜିଲ୍ଲା ପାଇଁ ଆଞ୍ଚଳିକ ଛୁଟି ଘୋଷଣା କଲେ କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତ। ନଭେମ୍ବର ୧୬ ତାରିଖ ଶନିବାର ଆଞ୍ଚଳିକ ଛୁଟି ଘୋଷଣା ନିମନ୍ତେ କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ଦ୍ୱାରା ଜାରି ହୋଇଛି  ବିଜ୍ଞପ୍ତି ।

ପୂର୍ବରୁ ମୟୂରଭଞ୍ଜ ଜିଲ୍ଲା ପାଇଁ ନଭେମ୍ବର ୨ ତାରିଖ ଶୁକ୍ରବାରକୁ ଦୀପାବଳି ପରଦିନ ପାଇଁ ଆଞ୍ଚଳିକ ସରକାରୀ ଛୁଟି ଘୋଷଣା କରାଯାଇଥିଲା। କିନ୍ତୁ ଏହାକୁ ପରିବର୍ତ୍ତନ କରାଯାଇଛି ।

Leave a Reply

Your email address will not be published. Required fields are marked *