ବିରୋଧୀ ବିଜେଡି ଓ କଂଗ୍ରେସକୁ ମୁକାବିଲା କରିବାକୁ ଭାରତୀୟ ଜନତା ପାର୍ଟି ପ୍ରସ୍ତୁତ ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି । ଓଡିଶାର ସ୍ୱାର୍ଥ ସମ୍ବଳିତ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ ସରକାର ସବୁବେଳେ ପ୍ରସ୍ତୁତ । ବିଜୁ ଜନତା ଦଳ ଓ କଂଗ୍ରେସର ବିଚାରାଧାରା ସମ୍ପୂର୍ଣ୍ଣ ଅଲଗା । ସରକାର ମ୍ୟାଜିକ୍ ନମ୍ୱରରେ ଚାଲେ ବୋଲି ମହାଲିଙ୍ଗ କହିଛନ୍ତି । ଆଜି ଭାରତୀୟ ଜନତା ପାର୍ଟିର ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ଦଳର ସାଙ୍ଗଠନିକ ବିଷୟ ସହିତ ସରକାରଙ୍କ ବିଭିନ୍ନ ଯୋଜନା ଓ କାର୍ଯ୍ୟପନ୍ଥା ବିଷୟରେ ଆଲୋଚନା କରିଥିଲେ । Post navigation ଶୁଭମିତ୍ରାଙ୍କ ମୃତ୍ୟୁକୁ ନେଇ ଗୁରୁତର ଅଭିଯୋଗ ଆଣିଛନ୍ତି ବାପା