ପୁରୀ ଭଳି ପବିତ୍ର ସ୍ଥଳର ସୁରକ୍ଷାକୁ ଆହୁରି ମଜବୁତ କରିବା ପାଇଁ ଶ୍ରୀମନ୍ଦିରକୁ ରେଡ୍ ଜୋନ୍ ଭାବେ ଘୋଷଣା କରିଛି । ଏହି ନିଷ୍ପତ୍ତି ୨୦୨୫ ସେପ୍ଟେମ୍ବର ୨୮ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ । ପୂର୍ବରୁ ଶ୍ରୀମନ୍ଦିର ଉପରକୁ ନୋ ଫ୍ଲାଇଂ ଜୋନ୍ ଘୋଷଣା କରାଯାଇଥିଲା । ବିଭିନ୍ନ ସମୟରେ ଶ୍ରୀମନ୍ଦିର ଉପରେ ବାରମ୍ବାର ଡ୍ରୋନ୍ ଉଡୁଥିବାନଜର ଆସିଛି। ଆଣ୍ଟି ଜୋନ୍ ଡିଭାଇସ୍ ଲାଗିଲେ ଡ୍ରୋନ୍କୁ କାବୁ କରାଯାଇପାରିବ । Post navigation ଜୟ ଢୋଲକିଆଙ୍କ ବିଜେପି ମିଶିବା ଚର୍ଚ୍ଚା ଭିତରେ ପରୋକ୍ଷରେ ପାଣ୍ଡିଆନଙ୍କୁ ଶ୍ରୀମୟୀଙ୍କ ତାତ୍ସଲ୍ୟ ଭରା ପୋଷ୍ଟ ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଧର୍ଷଣ