ଶପଥ ନେଉ ନେଉ ଆକ୍ସନ ମୋଡକୁ ଆସିଛନ୍ତି ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ପ୍ରଥମ କ୍ୟାବିନେଟ ବୈଠକରେ ଆଜି ନୂଆ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ୨ଟି ବଡ଼ ନିଷ୍ପତ୍ତି ନେଇଛନ୍ତି । ଦିଲ୍ଲୀରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା । ଏନେଇ କ୍ୟାବିନେଟ ବୈଠକରେ ମଞ୍ଜୁରୀ ଦିଆଯାଇଛି । ଗତ ସରକାର ଉପସ୍ଥାପନ କରି ନଥିବା ୧୪ଟି CAG ରିପୋର୍ଟ ପ୍ରଥମ ବିଧାନସଭା ଅଧିବେଶନରେ ଆଗତ ହେବ । Post navigation ଚାମ୍ପିଅନ୍ସ ଟ୍ରଫିରେ ବାଂଲାଦେଶକୁ ହରାଇ ବିଜୟ ଅଭିଯାନ ଆରମ୍ଭ କଲା ଭାରତ ସୌରଭ ଗାଙ୍ଗୁଲିଙ୍କ କାର୍ ଦୁର୍ଘଟଣା ଗ୍ରସ୍ତ