ନିଜ ପଦରୁ ବହିଷ୍କୃତ ହେଲେ ଦେବଗଡ଼ ପୌରାଧ୍ୟକ୍ଷା ଶାନ୍ତିମଞ୍ଜରୀ ଦେଇ । ପୌରାଧ୍ୟକ୍ଷା ଶାନ୍ତି ମଞ୍ଜରୀଙ୍କ ବିରୁଦ୍ଧରେ ବିଭିନ୍ନ ଅନିୟମିତତା ଅଭିଯୋଗ ଆଧାରରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ନିଆଯାଇଛି କାର୍ଯ୍ୟାନୁଷ୍ଠାନ । ଦେବଗଡ଼ ପୌରାଧ୍ୟକ୍ଷାଙ୍କୁ ଅଯୋଗ୍ୟ ଘୋଷିତ କରାଯାଇ ତାଙ୍କୁ ବହିଷ୍କୃତ କରାଯାଇଛି । ଏ ନେଇ ଆଜି ହାଉସିଂ ଓ ଅର୍ବାନ ଡେଭଲପମେଣ୍ଟ ବିଭାଗ ପକ୍ଷରୁ ଚିଠି ଜାରି କରାଯାଇଛି । ଦେଓଗଡ଼ ଜିଲ୍ଲାପାଳଙ୍କ ଦତନ୍ତ ରିପୋର୍ଟ ଆଧାରରେ କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ସୂଚନା ମିଳିଛି । ପୂର୍ବରୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଥିଲା । Post navigation ଛାତ୍ରକୁ ସାପ କାମୁଡ଼ିବା ମାମଲାରେ ନିଲମ୍ବିତ ହେଲେ ପ୍ରଧାନ ଶିକ୍ଷୟତ୍ରୀ ମହିଳାଙ୍କ ପାଇଁ ହେବ ଇଣ୍ଡଷ୍ଟ୍ରିଆଲ ପାର୍କ