ଆଜି ମହାଷ୍ଟମୀ ଅବସରରେ ସାରା ବଡ ଘୋଷଣା କଲେ ରାଜ୍ୟ ସରକାର । ଓଡ଼ିଶାର ସବୁ ଦୁର୍ଗା ପୂଜା ପେଣ୍ଡାଲର ଛାଡ଼ କରାଗଲା ଭଡ଼ା । ପୂଜା ପେଣ୍ଡାଲର ଭଡ଼ା ଛାଡ଼ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନିଷ୍ପତ୍ତି । ଶାରଦୀୟ ଦୁର୍ଗା ପୂଜା ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘୋଷଣା କରିଛନ୍ତି । ଫଳରେ ଆଉ ପୂଜା ମଣ୍ଡପ ତଥା ଷ୍ଟାଣ୍ଡ ନିମନ୍ତେ କମିଟିକୁ ଆଉ କୌଣସି ଦେୟ ଦେବାକୁ ପଡ଼ିବ ନାହିଁ ।

Leave a Reply

Your email address will not be published. Required fields are marked *