ଇଂରାଜୀ ନୂଆବର୍ଷ ସମୟରେ ହେବାକୁ ଥିବା ଭିଡ଼କୁ ଦୃଷ୍ଟିରେ ରଖି ପୁରୀ ଶ୍ରୀମନ୍ଦିରରେ ଦର୍ଶନ କଟକଣା ଜାରି କରାଯାଇଛି । ଡିସେମ୍ବର ୩୧ ଓ ଜାନୁଆରି ୧ ତାରିଖ ଦିନ କେବଳ ସିଂହଦ୍ଵାର ଦେଇ ପ୍ରବେଶ କରିବେ ଭକ୍ତ। ଅନ୍ୟ ତିନି ଦ୍ବାର ଦେଇ ଶ୍ରଦ୍ଧାଳୁ ମାନେ ପ୍ରସ୍ଥାନ କରିପାରିବେ । ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ତଥା ଜିଲ୍ଲାପାଳଙ୍କ ଏହି ସୂଚନା ଦେବା ସହ ଜନସାଧାରଣଙ୍କ ସହଯୋଗ କାମନା କରିଛନ୍ତି । Post navigation ନୟାଗଡ଼, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ଚାଷ କ୍ଷୟକ୍ଷତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ଆଉ ଦୁଇଦିନ ପରେ ନୂଆବର୍ଷ; ବୟାନଖୋର ମନ୍ତ୍ରୀଙ୍କୁ ନେଇ ଚିନ୍ତାରେ ପିଏମ୍ଓ