ନଦୀ କିମ୍ବା ଜଳାଶୟରେ ପାଇପ୍ ଲାଇନ୍ ବିଛାଇବା ଉପରେ ଲାଗିଲା କଟକଣା। ଏବେ ପାଇପ୍ ଲାଇନ୍ ବିଛାଇବା ପାଇଁ ୱାଟର୍‌ ବଡି କ୍ରସିଂ ଅନୁମତିପତ୍ର ଦେବା ବାଧ୍ୟତାମୂଳକ ଗାଇଡଲାଇନ୍ ସହ କଡ଼ା ନିର୍ଦ୍ଦେଶନାମା ଜାରି କଲା ଜଳ ସମ୍ପଦ ବିଭାଗ । ପାଇପ୍ ଲାଇନ୍ କରିଡର୍ ପାଇଁ ROW ଅନୁମତି ପାଇଁ ଜାରି ହୋଇଛି SOP ।

ଏହା ସହ ବିଭାଗୀୟ ଅଧିକାରୀ ପ୍ରସ୍ତାବଟି ଯାଞ୍ଚ କରିବା ସହ କ୍ଷେତ୍ର ପରିଦର୍ଶନ କରିବେ ।ରାସ୍ତାରେ DoWR ସମ୍ପତ୍ତି ସମେତ ସମସ୍ତ ଜଳଭଣ୍ଡାର କ୍ରସିଂ ଯାଞ୍ଚ କରାଯିବ ।

Leave a Reply

Your email address will not be published. Required fields are marked *