୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡିଲେ ରେଭେନ୍ୟୁ ଇନ୍ସପେକ୍ଟର। ମ୍ୟୁଟେସନ କେସ୍ରେ ପଟ୍ଟା ଦେବା ପାଇଁ ନେଉଥିଲେ ଲାଞ୍ଚ । ବାଲେଶ୍ୱର ଜିଲ୍ଲା ଖଇରା ତହସିଲ ଅଧୀନ ତୁଡ଼ିଗଡ଼ିଆ ରାଜସ୍ୱ ନିରୀକ୍ଷକ ଶରତ କୁମାର ସେଠୀ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଓଡ଼ିଶା ଭିଜିଲାନ୍ସ ତାଙ୍କୁ ଧରିଛି। ଏହାପରେ ଭିଜିଲାନ୍ସ ପକ୍ଷରୁ ଦୁଇଟି ସ୍ଥାନରେ ଚଢ଼ାଉ କରାଯାଇଥିବା ସୂଚନା । Post navigation Matric Supplementary Result: ଆଜି ୪ଟା ୩୦ରେ ପ୍ରକାଶ ପାଇବ ସପ୍ଲିମେଣ୍ଟାରୀ ଏବଂ ଷ୍ଟେଟ୍ ଓପନ୍ ସ୍କୁଲ ସାର୍ଟିଫିକେଟ୍ ପରୀକ୍ଷା ଫଳ